ପ୍ରମୂଖ ଖବର
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି
  • ||
  • ମାହାଙ୍ଗା: ଭାରସାମ୍ୟ ହରାଇ କେନାଲକୁ ଖସିଲା କାର୍, ଯୁବକଙ୍କ ମୃତ୍ୟୁ
  • ||
  • ମୋହନ ସରକାରଙ୍କ ପ୍ରଥମ ଅଧିବେଶନ, ୨୪ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ପ୍ୟାରିସ୍‌ ଅଲିମ୍ପିକ ୨୦୨୪: ୨୫ରୁ ତୀରନ୍ଦାଜୀ ଇଭେଣ୍ଟ, ରିକର୍ଭ ଇଭେଣ୍ଟରେ ଭାଗ ନେବେ ୬ ଭାରତୀୟ
  • ||

ପୋଖରୀରେ ବୁଡି ୪ ବର୍ଷର ଶିଶୁ କନ୍ୟା ମୃତ

ଆନନ୍ଦପୁର, ୦୪/୦୭ : ପୋଖରୀରେ ବୁଡି ୪ ବର୍ଷର ଶିଶୁ କନ୍ୟା ମୃତ। ଘଷିପୁରା ଥାନା ନାରଙ୍ଗପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଁର ଅଜୟ କୁମାର ଜେନାଙ୍କ ଝିଅ ସୁଚିତ୍ରା।

ସୂଚନାନୁଯାୟୀ, ନାରଙ୍ଗପୁର ଗାଁର ସୁଚିତ୍ରା ବାଡିପଟେ ଥିବା ପୋଖରୀକୁ ଶୌଚ ହେବାକୁ ଯାଇଥିଲା। ଏହି ସମୟରେ ତାର ଗୋଡ ଖସିଯିବାରୁ ସେ ପୋଖରୀରେ ବୁଡ଼ି ଯାଇଥିଲା। ଗାଁର ଜଣେ ସୁଚିତ୍ରାକୁ ବୁଡ଼ି ଯାଉଥିବା ଦେଖି ଘର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ସଙ୍ଗେସଙ୍ଗେ ସୁଚିତ୍ରାକୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ପହଞ୍ଚିଥିଲେ। ହେଲେ ସେଠାରେ ଶିଶୁକନ୍ୟାକୁ ମୃତ ଘୋଷଣା କରିଛନ୍ତି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.