ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

୯ ବର୍ଷ ଶିଶୁ ପିଠିରେ ପଶିଲା ଲୁହା ରଡ଼, ଗୁରୁତର ଅବସ୍ଥାରେ ବୁର୍ଲା ବଡ଼ ମେଡିକାଲରେ ଭର୍ତ୍ତି

ବରଗଡ଼, ୩୧।୫: ଖେଳୁଥିବା ସମୟରେ ୯ ବର୍ଷର ଶିଶୁ ଦେହରେ ପଶିଲା ଲୁହା ରଡ଼ । ଚିକିତ୍ସା ପାଇଁ ପରିବାର ଲୋକେ ତୁରନ୍ତ ତାକୁ ବରଗଡ଼ ଟୁକୁର୍ଲ୍ଲl ସ୍ଥିତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ । ଶିଶୁଟିର ଅବସ୍ଥା ଗୁରୁତର ଥିବାବେଳେ ବରଗଡ଼ ମୁଖ୍ୟ ଡାକ୍ତର ଖାନାରେ ଆଇସିୟୁର ବ୍ୟବସ୍ଥା ନଥିବାରୁ ଶିଶୁଟିକୁ ଡାକ୍ତର ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । 

ଗୁରୁତର ଥିବା ଶିଶୁଟି ଭଟଲିର ଜୀବନ ପାତିକାର ବୋଲି ଜଣାପଡ଼ିଛି । ଶୁକ୍ରବାର ସକାଳେ ପିଲାଟି ସାଙ୍ଗମାନଙ୍କ ସହ ଖେଳୁଥିବା ସମୟରେ ଏକ ଲୁହା ରଡ଼ ଉପରେ ପଡ଼ି ଯାଇଥିଲେ । ଯାହାଫଳରେ ରଡ଼ଟି ପିଠି ପଟ ଦେଇ ଶରୀର ଭିତରେ ପଶିଯାଇଛି । ତେବେ ପିଲାଟିର ଉତ୍ତମ ଚିକିତ୍ସା କରି ଭଲ କରିଦେବାକୁ ପିଲାଟିର ମା’ ଡାକ୍ତରଙ୍କୁ ଅନୁରୋଧ କରିଛନ୍ତି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.