ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା, ବେକ କାଟି ଜମିରେ ଫିଙ୍ଗିଦେଲେ ମୃତଦେହ

କାଲିମେଳା, ୪।୦୨: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା । ବେକ କାଟି ଜମିରେ ମୃତଦେହକୁ ଫିଙ୍ଗାଯାଇଛି । ହତ୍ୟା କରାଯାଇଥିବା ବ୍ୟକ୍ତି ଜଣକ ସାଓଲାମି ଦେବା । ଏ ଘଟଣା ହେଉଛି ମାଲକାନଗିରି ଜିଲ୍ଲା ପଡ଼ିଆ ଥାନାର ପାଲାଗୁଡ଼ା ଗ୍ରାମର । ହତ୍ୟା ହୋଇଥିବା ଅଭିଯୋଗ ନେଇ ଥାନାରେ ଏତଲା ଦେଲେ ମୃତ ବ୍ୟକ୍ତିଙ୍କ ପୁଅ ସାଓଲାମି ଈଶ୍ୱର l ଘଟଣାସ୍ଥଳରେ ପଡ଼ିଆ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । କୋରାପୁଟରୁ ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିବ ପଡ଼ିଆ ଥାନା   ଏସ୍‌ଆଇଙ୍କ ସୂଚନା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.