ପ୍ରମୁଖ ଖବର
  • ଭୁବନେଶ୍ଵର : ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିରେ ବିଲ୍ ଗେଟ୍‌ସ, ଲୋକମାନଙ୍କୁ ଭେଟି ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଲେ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା, ବେକ କାଟି ଜମିରେ ଫିଙ୍ଗିଦେଲେ ମୃତଦେହ

କାଲିମେଳା, ୪।୦୨: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା । ବେକ କାଟି ଜମିରେ ମୃତଦେହକୁ ଫିଙ୍ଗାଯାଇଛି । ହତ୍ୟା କରାଯାଇଥିବା ବ୍ୟକ୍ତି ଜଣକ ସାଓଲାମି ଦେବା । ଏ ଘଟଣା ହେଉଛି ମାଲକାନଗିରି ଜିଲ୍ଲା ପଡ଼ିଆ ଥାନାର ପାଲାଗୁଡ଼ା ଗ୍ରାମର । ହତ୍ୟା ହୋଇଥିବା ଅଭିଯୋଗ ନେଇ ଥାନାରେ ଏତଲା ଦେଲେ ମୃତ ବ୍ୟକ୍ତିଙ୍କ ପୁଅ ସାଓଲାମି ଈଶ୍ୱର l ଘଟଣାସ୍ଥଳରେ ପଡ଼ିଆ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । କୋରାପୁଟରୁ ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିବ ପଡ଼ିଆ ଥାନା   ଏସ୍‌ଆଇଙ୍କ ସୂଚନା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.