ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

ଯାଜପୁର, ୬।୦୨: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ । ଯାଜପୁର କୁଆଖିଆ ଥାନା ଅନ୍ତର୍ଗତ ହରିପୁର ବାଲିପାଟଣା ରାସ୍ତାର ଘୋଷରା ନିକଟ ଏକ କୃଷ୍ଣଚୁଡ଼ା ଗଛରେ ରସି ଲଗାଇ ଜଣେ ଯୁବକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ ଯୁବକ ହେଲେ ଜେନାପୁର ଥାନା ଅଣ୍ଟିଆ ଗ୍ରାମର ପୁରୁଷୋତ୍ତମ ମଲ୍ଲିକଙ୍କ ପୁଅ ୩୦ ବର୍ଷୀୟ ମନୋଜ କୁମାର ମଲ୍ଲିକ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ କୁଆଖିଆ ପୋଲିସ ତଦନ୍ତ ଆରମ୍ଭ କରିଛି । ku

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.