ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନଦୀରୁ ପଦ୍ମପୁର ମହିଳା ମହାବିଦ୍ୟାଳୟର କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ପଦ୍ମପୁର, ୨୪/୧୦ : ରଜାପଡା ସ୍ଥିତ ନଦୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ମୃତକ ଜଣଙ୍କ ହେଉଛନ୍ତି ପଦ୍ମପୁର ଥାନା ବରିକେଲ ଗାଁର ଗଣପତି ବେହେରା। ସେ ପଦ୍ମପୁର ମହିଳା ମହାବିଦ୍ୟାଳୟର ଜଣେ କର୍ମଚାରୀ ବୋଲି ଜଣାପଡ଼ିଛି।

ଘଟଣାସ୍ଥଳରେ ପଦ୍ମପୁର ପୋଲିସ ଅଗ୍ନିଶମ ବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଗଣପତି ଦୀର୍ଘ ଦିନ ହେଲା ମହିଳା ମହାବିଦ୍ୟାଳୟରେ କାର୍ଯ୍ୟ କରୁଥିଲେ। ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ତଦନ୍ତ ପରେ ସବୁ କିଛି ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.