ପ୍ରମୁଖ ଖବର
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ନଦୀରୁ ପଦ୍ମପୁର ମହିଳା ମହାବିଦ୍ୟାଳୟର କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ପଦ୍ମପୁର, ୨୪/୧୦ : ରଜାପଡା ସ୍ଥିତ ନଦୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ମୃତକ ଜଣଙ୍କ ହେଉଛନ୍ତି ପଦ୍ମପୁର ଥାନା ବରିକେଲ ଗାଁର ଗଣପତି ବେହେରା। ସେ ପଦ୍ମପୁର ମହିଳା ମହାବିଦ୍ୟାଳୟର ଜଣେ କର୍ମଚାରୀ ବୋଲି ଜଣାପଡ଼ିଛି।

ଘଟଣାସ୍ଥଳରେ ପଦ୍ମପୁର ପୋଲିସ ଅଗ୍ନିଶମ ବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଗଣପତି ଦୀର୍ଘ ଦିନ ହେଲା ମହିଳା ମହାବିଦ୍ୟାଳୟରେ କାର୍ଯ୍ୟ କରୁଥିଲେ। ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ତଦନ୍ତ ପରେ ସବୁ କିଛି ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.