ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

ଗୋ ଚାଲାଣ ଟ୍ରକ୍‌କୁ ଅଟକ ରଖିଲା ପୋଲିସ, ୩୨ ଗୋରୁ ଉଦ୍ଧାର

ଭୋଗରାଇ, ୯।୬: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ ଦେଉଳା ହାଟ ରାସ୍ତାରେ ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଟ୍ରକ୍‌ରେ ହେଉଥିଲା ଗୋ ଚାଲାଣ । ରାସ୍ତାରେ ଫସିଯାଇଥିଲା ଏକ ୧୨ ଚକିଆ ଟ୍ରକ୍ । ଟ୍ରକଟିରେ ୩୨ଟି ଗୋରୁ ଥିବା ଜଣାପଡ଼ିଛି । 

ଘଟଣା ସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ଗୋରୁମାନଙ୍କୁ ଉଦ୍ଧାର କରି ଥାନାକୁ ନେଇଛି । ରବିବାର ୩ଟା ସମୟରେ ପଶ୍ଚିମବଙ୍ଗକୁ ଯାଉଥିଲା । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ଏଭଳି ଗୋ ଚାଲାଣ ଗାଡ଼ି ସପ୍ତାହରେ ଦୁଇ ତିନି ଥର ଯାଉଛି । ଏଥିପାଇଁ ପ୍ରଶାସନକୁ ଦାୟୀ କରିଛନ୍ତି ସ୍ଥାନୀୟ ଲୋକେ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.