ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଫାର୍ମାସିଷ୍ଟଙ୍କ ଘରେ ଅଗ୍ନିକାଣ୍ଡ, ଜଳିଗଲା ଆସବାବପତ୍ର ଓ ଇଲେକ୍ଟ୍ରିକ୍ ସାମଗ୍ରୀ

ଆନନ୍ଦପୁର, ୨୫।୩: ଆନନ୍ଦପୁର ଉପଖଣ୍ଡ ଛେନାପଦି ଛକଠାରେ ଅଗ୍ନିକାଣ୍ଡ । ଦେବେନ୍ଦ୍ର ଜେନାଙ୍କ ଧବଳେଶ୍ଵର ମେଡିସିନ ଷ୍ଟୋର ଘରର ଉପର ମହଲାରେ ରହୁଥିବା ଫାର୍ମାସିଷ୍ଟ ମୃତ୍ୟୁଞ୍ଜୟ ସାମଲଙ୍କ ଘରେ ବିଦ୍ୟୁତ ସର୍ଟ ସର୍କିଟିରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ଘର ଭିତରେ ଥିବା ଫ୍ରିଜ୍, ଟିଭି ଆଦି ଜଳିଯାଇଛି । ମୃତ୍ୟୁଞ୍ଜୟ ସାମଲଙ୍କ ପରିବାର ଲୋକେ ଘରେ ନଥିବା ବେଳେ ହଠାତ୍ ଅଗ୍ନିକାଣ୍ଡ ଘଟି ବାହାରକୁ ଧୂଆଁ ବାହାରିବାରୁ ଲୋକେ ଅଗ୍ନିକାଣ୍ଡ ସମ୍ପର୍କରେ ଜାଣିଥିଲେ । ସ୍ଥାନୀୟ ଲୋକମାନେ କବାଟ ଭାଙ୍ଗି ନିଆଁକୁ ଆୟତ୍ତ କରିଥିବା ବେଳେ ହାଟଡିହି ଅଗ୍ନିଶମ ବାହିନୀ ପହଞ୍ଚି ଘଣ୍ଟାଏ ଅକ୍ଲାନ୍ତ ପରିଶ୍ରମ କରିବା ପରେ ନିଆଁ ଲିଭାଇବାରେ ସଫଳ ହୋଇଥିଲେ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.