ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ପୁଣି ଦିଲ୍ଲୀ ଡାକ୍ତରଖାନାରେ ଅଗ୍ନିକାଣ୍ଡ, ନିଆଁ ଲିଭାଇବାକୁ ୧୬ ଫାୟାର ବ୍ରିଗେଡ୍ ଗାଡ଼ି ନିୟୋଜିତ

ନୂଆଦିଲ୍ଲୀ, ୫।୬: ଦକ୍ଷିଣ ଦିଲ୍ଲୀର ଲାଜପତ ନଗରରେ ଥିବା ଏକ ଶିଶୁ ହସ୍ପିଟାଲରେ ନିଆଁ ଲାଗିଥିବା ସୂଚନା । ଏଠାରେ ଥିବା ଆଇ ୭ ହସ୍ପିଟାଲରେ ଅଚାନକ ନିଆଁ ଲାଗିଯାଇଥିଲା । ଏହାପରେ ଦିଲ୍ଲୀ ଫାୟାର ବ୍ରିଗେଡ୍‌କୁ ଅଗ୍ନିକାଣ୍ଡ ବିଷୟରେ ସୂଚନା ଦିଆଯାଇଥିଲା । ବୁଧବାର ୧୧ ଟା ୩୦ ସମୟରେ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । 

ସୂଚନା ମିଳିବା ପରେ ଦିଲ୍ଲୀ ଫାୟାର ସର୍ଭିସର ୧୬ଟି ଫାୟାର ବ୍ରିଗେଡ୍ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଛି । ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ନିଆଁ ଏତେ ମାତ୍ରାରେ ଭୟାନକ ଥିଲା ଯେ, କୋଠାରୁ କଳା ଧୂଆଁ ଚାରିଆଡ଼େ ବ୍ୟାପି ଯାଇଥିଲା । ନିଆଁ ଲାଗିବା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି । କିଛି ଦିନ ତଳେ ଏହିପରି ଏକ ଶିଶୁ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀରେ ୭ ନବଜାତକଙ୍କ ମୃତ୍ୟୁ ହୋଇଯାଇଥିଲା । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.