ପ୍ରମୂଖ ଖବର
  • ଶିମିଳିପାଳରେ ହାଡଭଙ୍ଗା ଶୀତ, ଉପର ବାର୍ହାକାମୁଡ଼ାରେ ୩ ଡିଗ୍ରୀକୁ ଖସିଲା ପାରଦ
  • ||
  • ତାମିଲନାଡୁ ଘରୋଇ ଅର୍ଥୋପେଡିକ୍‌ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୭ ମୃତ, ୨୮ ଆହତ
  • ||
  • ଜାଡ଼ରେ ଥରିଲା ଓଡ଼ିଶା, ୩ ଡିଗ୍ରୀ ଖସିଲା ପାରଦ: ୧୬ ତାରିଖରୁ ୧୦ ଡିଗ୍ରୀ ତଳେ ଅଧିକାଂଶ ସହର
  • ||

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମାଲବାହି ଟ୍ରେନ୍‌, ଷ୍ଟେସନ ମଝିରେ ଛିଡିଗଲା ମାଲଗାଡି ପଛ ଓ୍ବାଗନ

Published By : Prameya | November 5, 2024 2:47 PM

ସୁବର୍ଣ୍ଣପୁର ୦୫/୧୧: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମାଲବାହି ଟ୍ରେନ୍‌। ଵଲାଙ୍ଗିର ଖଲିଆପାଲି ଓ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ରେଳ ଷ୍ଟେସନ ମଝିରେ ଛିଡିଗଲା ମାଲଗାଡି ପଛ ଓ୍ବାଗନ । ଫଳରେ ଏହା ଛିଣ୍ଡି ଇଞ୍ଜିନ ଆଗକୁ ଗଡି ପଳାଲା। ସୋଭାଗ୍ୟବଶତଃ ଟ୍ରେନଟି ଏକ ଦୁର୍ଘଟଣାରୁ ବର୍ତ୍ତି ଯାଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.