ପ୍ରମୂଖ ଖବର
  • ବଜେପି ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
  • ||
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ନୀଳଗିରିକୁ ପଶିଲେ ୪୬ଟିକିଆ ଝାଡ଼ଖଣ୍ଡ ହାତୀପଲ

ନୀଳଗିରି ୩୦/୦୫: ବାଲେଶ୍ଵର ଜିଲ୍ଲା ନୀଳଗିରିକୁ ପଶିଲେ ଝାଡ଼ଖଣ୍ଡ ହାତୀପଲ। ଆଜି ମୟୁରଭଞ୍ଜ ଜିଲ୍ଲା ନଡ଼ପୁର ଜଙ୍ଗଲ, ସୋନନଦୀ ପାର ହୋଇ ନୀଳଗିରି ଅଞ୍ଚଳକୁ ପ୍ରବେଶ କରିଛନ୍ତି। ହାତୀପଲରେ ୪୬ଟି ହାତୀ ଅଛନ୍ତି। ହାତୀଗୁଡିକ ଗୋପାଳପୁର ସଂରକ୍ଷିତ ଜଙ୍ଗଲରେ ରହିଛନ୍ତି। ଏବେ ଧାନ ଚାଷ ନଥିବାରୁ ଗାଁକୁ ପଶି ବ୍ୟାପକ ଉପଦ୍ରଵ କରିବେ ବୋଲି ଜଣାପଡିଛି।

ସୋଲାର ଫେନ୍ସି ତାର ଛିଣ୍ଡି ତଳେ ପଡିଥିବା ବେଳେ ଟ୍ରେଞ୍ଜ ମଧ୍ୟ ବହୁ ସ୍ଥାନରେ ପୋତି ହୋଇଗଲାଣି।ହାତୀ ଗାଁକୁ ପଶିବା ଭୟ ଥିବାରୁ ଘରଦ୍ୱାର ଭାଙ୍ଗିବା ସହ ଧନଜୀବନ ହାନି ଆଶଙ୍କା କରି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ନୀଳଗିରି ବନବିଭାଗ ଗାଁରେ ସଚେତନ ବର୍ତା ପ୍ରଚାର ପ୍ରସାର କରୁଥିବା ବେଳେ ଘରେ ହାଣ୍ଡିଆ, ମଦ ରଖିବାକୁ ବାରଣ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.