ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ବିମାନ ଖାଦ୍ୟରୁ ବାହାରିଲା ଜିଅନ୍ତା ମୂଷା,ଜରୁରୀକାଳୀନ ଅବତରଣ କଲା ବିମାନ

ନୂଆଦିଲ୍ଲୀ,୨୨/୦୯: ମଝି ଆକଶରରେ ଆତଙ୍କ।  ବିମାନ ଖାଦ୍ୟରୁ ବାହାରିଲା ଜିଅନ୍ତା ମୂଷା। ଫଳରେ ଜରୁରୀକାଳୀନ ଅବତରଣ କଲା ବିମାନ । ତେବେ ଡେନମାର୍କର କୋପେନହାଗନରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସୂଚନା ମୁତାବକ, ଗତ ବୁଧବାର ସ୍କାଣ୍ଡେନାଭିଆନର ଏକ ବିମାନ ଓସଲୋରୁ ମାଲେଗା ଅଭିମୁଖେ ଯାଉଥିଲା। ବିମାନରେ ସମସ୍ତ ଯାତ୍ରୀଙ୍କୁ ବିମାନ ପକ୍ଷରୁ ଖାଦ୍ୟ ପ୍ୟାକେଟ ଦିଆଯାଇଥିଲା। ଜଣେ ଯାତ୍ରୀ ନିଜ ଖାଦ୍ୟ ପ୍ୟାକେଟ ଖୋଲିବା ବେଳେ ସେଥିରୁ ଏକ ଜୀଅନ୍ତା ମୂଷା ବାହାରିଥିଲା। ଏହାକୁ ନେଇ ବିମାନରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ଏହାକୁ ସମସ୍ତେ ବିରୋଧ କରିଥିବା ବେଳେ ପରେ ଡେନମାର୍କର କୋପେନହାଗନରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା। କିଛି ସମୟ ବିରତି ପରେ ପୁଣି ବିମାନଟି ଉଡାମ ଭରିଥିଲେ। ସେପଟେ ଏହି  ଘଟଣାକୁ SAS ବିମାନ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଯେଉଁ ସଂସ୍ଥା ବିମାନକୁ ଖାଦ୍ୟ ଯୋଗାଇଥିଲା ତାକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ସେହିପରି ଖାଦ୍ୟ ଯୋଗାଣ ସଂସ୍ଥା ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ବିମାନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.