PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ, ଶପଥ ପାଠ କରାଇଲେ ରାଜ୍ୟପାଳ
  • ||
  • ଦେବେନ୍ଦ୍ର ଫଡନବିସ୍ ହେବେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ , ଟ୍ୱିଟ୍‌ କରି ସୂଚନା ଦେଲେ ଜେପି ନଡ୍ଡା
  • ||
  • ପୁଣି ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ, କୋଭିଡ୍ ସଂକ୍ରମଣ ବଢ଼ିବାରୁ କଟକଣା ଜାରି । ମଲ୍ , ଦୋକାନ, ସରକାରୀ ଓ ଘରୋଇ ଅଫିସରେ କଟକଣା ପାଳନ ନିର୍ଦ୍ଦେଶ। ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତା ନିର୍ଦ୍ଦେଶ
  • ||
  • ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ , ପ୍ରେସ୍‌ମିଟ୍‌ରେ ଦେବେନ୍ଦ୍ର ଫଡନବିସ୍‌ଙ୍କ ଘୋଷଣା
  • ||
  • ପୁରୀ : ଅଟକିଛି ପେଟା ନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ, ନାଳ ଭିତରେ ପଶି ପ୍ରତିବାଦ କଲେ ମହମ୍ମଦ ମୋକିମ୍
  • ||
  • ପୁରୀ : ରଥଯାତ୍ରା ପାଇଁ ସ୍ଵାସ୍ଥ୍ୟ ବିଭାଗର ସ୍ଵତନ୍ତ୍ର ବ୍ୟବସ୍ଥା, କୋଭିଡ୍ ପାଇଁ ପ୍ରସ୍ତୁତ ଅଛି ସ୍ଵତନ୍ତ୍ର ବେଡ୍
  • ||
  • ମୋରଡ଼ା : ମୋରଡ଼ାରେ ଥମୁନି ହାତୀ ଉପଦ୍ରବ, ଦନ୍ତା ଆକ୍ରମଣରେ ୨ ମୃତ
  • ||
  • ପୁରୀ : ରଥଖଳାକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ଵାର ସମ୍ମୁଖକୁ ଆସିବେ ୩ ରଥ
  • ||
  • ପୁରୀ : ରଥଯାତ୍ରା ପାଇଁ ଟ୍ରାଫିକ୍ ଓ ପାର୍କିଂ ବ୍ୟବସ୍ଥା, ମାଳତିପାଟପୁର ବସଷ୍ଟାଣ୍ଡରେ ରହିବେ ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀବାହି ବସ୍
  • ||
  • ଭୁବନେଶ୍ଵର : ବିଏମସିର ଡ୍ରାଇ ଡେ ପାଳନ, ମଶା ବଂଶ ବୃଦ୍ଧିକୁ ନାଶ କରିବାକୁ ରାଜଧାନୀବାସୀଙ୍କୁ ଆହ୍ଵାନ କଲେ ବିଏମସି କମିଶନର
  • ||
  • ଭୁବନେଶ୍ଵର : କଂଗ୍ରେସକୁ ଝଟ୍‌କା, ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍
  • ||

ରଜରେ ଶ୍ୱଶୁର ଘରକୁ ବୁଲିବାକୁ ଯାଇ ଜ୍ୱାଇଁର ସନ୍ଦେହଜନକ ମୃତ୍ଯୁ, ହତ୍ଯା ଅଭିଯୋଗ ଆଣିଲେ ପରିବାର ଲୋକେ

ତେଲକୋଇ ୧୬/୬:  ରଜରେ ଶ୍ୱଶୁର ଘର ବୁଲିବାକୁ ଯାଇ ପ୍ରାଣ ହରାଇଲେ ଜ୍ୱାଇଁ । ଶନିବାରଦିନ ମୃତକ ପୁରନ୍ଦର ମହାକୁଡ ନିଜ ଶ୍ୱଶୁର ଘର ବୁଲିବାକୁ ଯାଇଥିଲେ । ପୁରନ୍ଦର ହେଉଛନ୍ତି ଖମାର ଥାନା ଅନ୍ତର୍ଗତ ରୋହିରା ଗାଁରେ । ତାଙ୍କ ଶ୍ୱଶୁର ଘର  ତେଲକୋଇ ଥାନା ଅନ୍ତର୍ଗତ ଉଦୟଗିରି ଗାଁରେ । ରଜ ଅବସରରେ ବୁଲିବାକୁ ଯାଇଥିଲେ ପୁରନ୍ଦର ।

ସେଠାରେ ରଜ ପାଇଁ ରଜ ବାହାଘର ଚାଲିଥିଲାବେଳେ  ସେଠାରେ ପ୍ରସେଶନରେ ଭାଗନେଇ  ନାଚିଥିଲେ ପୁରନ୍ଦର । ଏବଂ ପରେ ଶଶୁର ଘରେ ଖାଇବା ପରେ ରାତିରେ ସଢୁ ଘରକୁ ଯାଇ ଥିଲେ । ସଢୁ ଘର ଗେଟ ସମ୍ମୁଖରେ ପହଞ୍ଚି ହଠାତ୍ ପଡିଯାଇଥିଲେ । ଏହାପରେ ତାଙ୍କ ସଢୁ ପବିତ୍ର ମହାକୁଡ଼ ତାଙ୍କୁ ମେଡିକାଲ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା । ଏନେଇ ପୁରନ୍ଦରଙ୍କ ପରିବାରଲୋକେ ତାଙ୍କୁ ହତ୍ଯା କରାଯାଇଥିବା ନେଇ ତେଲକୋଇ ଥାନାରେ ଅଭିଯୋଗ କରିଛନ୍ତି । ଘଟଣାର ତଦନ୍ତ କରୁଛି ପୋଲିସ ।