ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ଧାନ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଗୁରୁତର

କେନ୍ଦୁଝର ସଦର, ୨୨।୯: କେନ୍ଦୁଝର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଜଜପଶି ଗ୍ରାମରେ ଭାଲୁ ଆତଙ୍କ । ରତ୍ନାକର ମୁଦି ଦିନ ୧୧ଟା ସମୟରେ ଚାଷ ଜମିକୁ ଧାନ ଦେଖିବା ଲାଗି ଯାଇଥିଲେ । ଠିକ୍ ସେତିକି ବେଳେ ନିକଟସ୍ଥ ଜଙ୍ଗଲରୁ ଦୁଇଟି ଭାଲୁ ଆସି ରତ୍ନାକରଙ୍କ ଉପରକୁ ଆକ୍ରମଣ କରିବା ସହ କାମୁଡ଼ିବାକୁ ଲାଗିଲେ । ଭାଲୁ ସହିତ ଦୀର୍ଘ ୧୫ ମିନିଟ୍ ଧରି ରତ୍ନା ସଂଘର୍ଷ କରିବା ପରେ ଭାଲୁକୁ ଏକ ପଥର ମାରିଥିଲେ । ପରେ ସୁଯୋଗ ଦେଖି ରତ୍ନା ସେଠାରୁ ଖସି ଆସିଥିଲେ । ରକ୍ତ ଜୁଡ଼ବୁଡ଼ୁ ଅବସ୍ଥାରେ ନିଜ ଜୀବନ ବଞ୍ଚାଇ ଘରକୁ ଧାଇଁ ଆସିଥିଲେ । ରତ୍ନାଙ୍କ ବାମ ହାତ ବାହୁରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ବେଳେ କପାଳରେ ମଧ୍ୟ ଆଘାତ ଲାଗିଛି । ସ୍ଥାନୀୟ ଲୋକେ ରତ୍ନାଙ୍କୁ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

                                                                         

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.