ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ନବଜାତ ଶିଶୁପୁତ୍ରର ମୃତଦେହ ଠାବ

ନବରଙ୍ଗପୁର, ୨୦/୦୬ : ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା। ଟିକେଟ କାଉଣ୍ଟର ନିକଟରେ ପଡିଛି ଏକ ନବଜାତ ଶିଶୁପୁତ୍ରର ମୃତଦେହ। ବିଳମ୍ବିତ ରାତିରେ କିଏ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। 

ଅବାଛିନ୍ତ ଗର୍ଭ ଧାରଣ କିମ୍ବା କୌଣସି କାରଣବଶତଃ କିଏ ଏହିଭଳି କାର୍ଯ୍ୟ କରିଛନ୍ତି ତାହା ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ଡାକ୍ତରଖାନା କର୍ମଚାରୀମାନେ ଉପସ୍ଥିତ ଥିବା ବେଳେ ପୋଲିସକୁ ଖବର ଦିଆଯାଇଛି। ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.