PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ରିଲେ ରୁସୋଙ୍କ ବିସ୍ଫୋରକ ଶତକ, ଟିମ୍ ଇଣ୍ଡିଆ ସାମ୍ନାରେ ୨୨୮ ରନର ଟାର୍ଗେଟ

pic- internet

ଇନ୍ଦୋର: ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ ତଥା ଅନ୍ତିମ ଟି-ଟ୍ୱେଣ୍ଟି ମ୍ୟାଚରେ ଦକ୍ଷିଣ ଆଫ୍ରିକାର ବିଶାଳ ସ୍କୋର। ରିଲେ ରୁସୋଙ୍କ ବିସ୍ଫୋରକ ଶତକ ଏବଂ କ୍ଵିଣ୍ଟନ ଡିକକ୍‌ଙ୍କ ଅର୍ଦ୍ଧଶତକ ବଳରେ ତୃତୀୟ ଟି-୨୦ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିଶାଳ ସ୍କୋର କରିଛି। ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ଓଭରରେ ୩ ଓ୍ଵିକେଟ୍ ହରାଇ ୨୨୭ ରନ କରିଛି।

ସିରିଜ୍ କ୍ଲିନ୍ ସୁଇପ୍ କରିବା ପାଇଁ ଭାରତ ସମ୍ମୁଖରେ  ରହିଛି ୨୨୮ ରନର ବଡ ବିଜୟ ଲକ୍ଷ୍ୟ। ରିଲେ ରୁସୋ ୧୦୦ ରନର ଧୂଆଁଧାର ଇନିଂସ ଖେଳିଥିବା ବେଳେ ଡି କକ୍ ୬୮ ରନର ଉପଯୋଗୀ ଇନିଂସ ଖେଳିଛନ୍ତି। ଇନ୍ଦୋରର ହୋଲକର କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଛୋଟ ପଡିଆରେ ସମସ୍ତ ବୋଲର ମହଙ୍ଗା ସାବ୍ୟସ୍ତ ହୋଇଛନ୍ତି।

ସମ୍ବନ୍ଧିତ ଖବର