ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଟ୍ରାକ୍ଟର ତଳେ ଚାପିହୋଇ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ସମେତ ୪ ଆହତ

ସାଲେପୁର, ୦୧/୦୫ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଟ୍ରାକ୍ଟର। ଜଣେ ମୃତ ୪ ଆହତ। ସାଲେପୁର ଥାନା ଅନ୍ତର୍ଗତ ଭୋରା ଗ୍ରାମରେ ବୁଧବାର ସକାଳ ପ୍ରାୟ ୭ଟାରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। 

ସୂଚନାନୁଯାୟୀ, ଏକ ବାଲି ବୋଝେଇ ଟ୍ରାକ୍ଟର ବାଲି ନେଇ ଆସୁଥିବା ବେଳେ ଭୋରା ଗ୍ରମ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା। ଫଳରେ ଟ୍ରାକ୍ଟରରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଭୋରା ଗ୍ରାମର ଆଶିଷ କୁମାର ଭୋଇ ଟ୍ରାକ୍ଟର ତଳେ ଚାପି ହୋଇ ରହିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଟ୍ରାକ୍ଟର ଡ୍ରାଇଭର ସମେତ ୪ ଜଣ ଆହତ ହୋଇଥିବା ଜଣାଯାଇଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

  • prameyanews
  • PrameyaOdia
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.