ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଜାତୀୟ ରାଜପଥରୁ ତଳକୁ ଖସିଲା ମାଛ ବୋଝେଇ ଟ୍ରକ୍

ଖଲ୍ଲିକୋଟ, ୯।୬: ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଲା ଦୁର୍ଘଟଣା । ଆନ୍ଧ୍ରପ୍ରଦେଶରୁ ମାଛ ବୋଝେଇ କରି ଆସୁଥିବା ମାଲବାହୀ ଟ୍ରକ୍ ହରିଡ଼ାମୂଳ ନିକଟସ୍ଥ ରାଜପଥରେ ଭାରସାମ୍ୟ ହରାଇ ରାସ୍ତାରୁ ତଳକୁ ଖସି ପଡ଼ିଥିଲା । ଦୁର୍ଘଟଣାରେ ବେଳେ ଚାଳକ ଓ ହେଲପର୍ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା । ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ଗାଡ଼ିଟିକୁ ଜେସିପି ଜରିଆରେ ସୁରକ୍ଷିତ ଭାବେ ଉଦ୍ଧାର କରିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.