ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ଜାତୀୟ ରାଜପଥରୁ ତଳକୁ ଖସିଲା ମାଛ ବୋଝେଇ ଟ୍ରକ୍

ଖଲ୍ଲିକୋଟ, ୯।୬: ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଲା ଦୁର୍ଘଟଣା । ଆନ୍ଧ୍ରପ୍ରଦେଶରୁ ମାଛ ବୋଝେଇ କରି ଆସୁଥିବା ମାଲବାହୀ ଟ୍ରକ୍ ହରିଡ଼ାମୂଳ ନିକଟସ୍ଥ ରାଜପଥରେ ଭାରସାମ୍ୟ ହରାଇ ରାସ୍ତାରୁ ତଳକୁ ଖସି ପଡ଼ିଥିଲା । ଦୁର୍ଘଟଣାରେ ବେଳେ ଚାଳକ ଓ ହେଲପର୍ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା । ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ଗାଡ଼ିଟିକୁ ଜେସିପି ଜରିଆରେ ସୁରକ୍ଷିତ ଭାବେ ଉଦ୍ଧାର କରିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.