ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ପଡ଼ିଆରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭଦ୍ରକ, ୦୬/୧୧ : ସନ୍ଦେହଜନକ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର। ହତ୍ୟା ସନ୍ଦେହ। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧିନସ୍ଥ ନପଙ୍ଗ ମା' ଚଣ୍ଡୀ ପଡିଆ ନିକଟରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣଙ୍କ ହେଲେ ମଣିନାଥପୁର ଗାଁର ତପସ୍ୱିନୀ ଦାସ।

ସୂଚନାନୁଯାୟୀ, ମଣିନାଥପୁର ଗାଁର ତପସ୍ୱିନୀ ଦାସ ନପଙ୍ଗ ଗାଁର ସିପୁନ ଦାସଙ୍କୁ ସେ ଏକ ବର୍ଷ ପୂର୍ବେ ବିବାହ କରିଥିଲେ। ସୋମବାର ସକାଳେ ତାଙ୍କ ମୃତଦେହ ଭଣ୍ଡାରିପୋଖରୀ ଥାନା ଅଧିନସ୍ଥ ନପଙ୍ଗ ଚଣ୍ଡୀ ମା ପଡିଆ ନିକଟରୁ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପାରିପାର୍ଶ୍ଵିକ ସ୍ଥିତିରୁ ଏହା ହତ୍ୟା ବୋଲି ଅନୁମାନ କରାଯାଉଛି। ତଦନ୍ତ ପରେ ସବୁ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। 




  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.