ପ୍ରମୂଖ ଖବର
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ମୁମୁର୍ଷ ଅବସ୍ଥାରେ ରସ୍ତାକଡ଼ରୁ ଉଦ୍ଧାର ଯୁବକ ମୃତ

ମାଲକାନଗିରି,୨୧/୬ : ଏକ ଗଭୀର ଖାଲରେ ପଡ଼ିଥିବା ଜଣେ ଯୁବକକୁ ମୁମୁର୍ଷ ଅବସ୍ଥାରେ ଗ୍ରାମବାସୀ ଓ ପୁଲିସ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲକୁ ନେଇଥିଲେ । ମାତ୍ର ଯୁବକର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ମାଲକାନଗିରି ଜିଲ୍ଲା ପଡିଆ ବ୍ଲକରେ ଥିବା ଏକ ସରକାରୀ ମଦ ଦୋକାନର କର୍ମଚାରୀ ସତନାମ ଯାଦବ (୪୬) ନାମକ ଯୁବକ ଗୁରୁବାର ରାତିରେ ଏକ ଭୋଜି ଖାଇ ନିଜ ବସା ଘରକୁ ଫେରୁଥିବାବେଳେ ସେ ଅତ୍ୟଧିକ ମଦ୍ୟ ପାନ କରିଥିବାରୁ ଏକ ଗଭୀର ଖାଲରେ ପଡିଯାଇଥିଲେ । 

ଆହତ ହୋଇଥିବାରୁ ସେ ବାହାରକୁ ଉଠିପାରି ନ ଥିଲେ, ଆଜି ସକାଳେ ସେହି ରାସ୍ତାରେ ଯାଉଥିବା କିଛି ଲୋକ ଦେଖିଥିଲେ ଜଣେ ବ୍ୟକ୍ତି ଖାଲରେ ପଡି ଛଟପଟ ହେଉଛି । ପରେ ସଙ୍ଗେ ସଙ୍ଗେ ପଡିଆ ଥାନାକୁ ଜଣାଇଥିଲେ । ପଡିଆ ଥାନା ପୁଲିସ ଘଟଣାସ୍ଥଳରେ ପହଁଚି ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତାରେ ପ୍ରଥମେ ପଡିଆ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ମାଲକାନଗିରି ଜିଲ୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରା ଯାଇଥିଲା। ହସ୍ପିଟାଲରେ ପହଁଚି ଚିକିତ୍ସା ହେଉଥିବାବେଳେ ସତନାମଙ୍କର ମୃତ୍ୟୁ ଘଟିଛି । ଆଜି ଅପରାହ୍ନରେ ପଡିଆ ଥାନା ପୁଲିସ ଘଟଣାସ୍ଥଳରେ ପହଁଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛନ୍ତି ବୋଲି ପଡିଆ ଥାନା ପୁଲିସ ସୂଚନା ଦେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.