ପ୍ରମୂଖ ଖବର
  • ଶେରଗଡ଼ : ଚୁଡି ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ରିମାଣ୍ଡରେ ଆସିବ ଅଭିଯୁକ୍ତ ପୁରୁଷ ବନ୍ଧୁ
  • ||
  • କୂଅରୁ ମିଳିଲା ବଲାଙ୍ଗୀର : ୱାର୍ଡ଼ ମେମ୍ବରଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କିଟ୍ ଛାତ୍ରୀ ମୃତ୍ୟୁ ମାମଲା: ପୋଲିସକୁ ମିଲିଲା ସୁଇସାଇଡ୍‌ ନୋଟ୍‌
  • ||
  • AIIMSରେ ସିବିଆଇ ରେଡ୍‌, ନିଯୁକ୍ତି ସ୍କାମ୍‌ର ଚାଲିଛି ତାନାଘନା
  • ||
  • ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • କଟକ : ପରକୀୟା ପ୍ରୀତିକୁ ନେଇ ହତ୍ୟା, ଶାବଳରେ ପିଟି ପିଟି ୬୨ ବର୍ଷିୟ ବୃଦ୍ଧଙ୍କୁ ହତ୍ୟା କଲା ସ୍ୱାମୀ
  • ||
  • ବୋରିଗୁମ୍ମା : ରାସ୍ତା ମଝିରେ ଥିବା ଟ୍ରକ୍‌କୁ ପିଟିଲା ବାଇକ୍‌, ୨ ମୃତ
  • ||
  • ବାଲେଶ୍ୱର : ଭାରସାମ୍ୟ ହରାଇ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ
  • ||
  • କଟକ : ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ, କାରଣ ଅସ୍ପଷ୍ଟ
  • ||

ରାଜଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା ; ଜଣେ ମୃତ , ୨ ଗୁରୁତର

Published By : Prameya | January 18, 2025 6:35 PM

ଭୁବନେଶ୍ବର, ୧୮/୧ :  ରାଜଧାନୀର ରାଜଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା I ରଂଗ୍ ରୋଡରେ ଆସି ୨ଟି ବାଇକକୁ ଧକ୍କା ଦେଲା ହୁଣ୍ଡାଇ କାର୍ I ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ହୋଇପଡ଼ିଛନ୍ତି । 

ପ୍ରକାଶ ଯେ, କେହି କିଛି ବୁଝିବା ଆଗରୁ ରାଜଭବନ ଗୋଲେଇ ଡିଭାଇଡର ଉପରେ ଚଢିଗଲା କାର୍ । ତେବେ କାର ତଳେ ଗୋଟିଏ ବାଇକ୍ ରହିଯାଇଥିବାବେଳେ ଅନ୍ୟ ବାଇକ ଟି ଛିଟକି ପଡ଼ିଥିଲା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଗୁରୁତରଙ୍କୁ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.