PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ହୋଲିରେ ଅଘଟଣ, ଗାଧୋଇବା ବେଳେ ବନ୍ଧରେ ବୁଡି ମୃତ

ବଲାଙ୍ଗିର,୦୮/୦୩: ହୋଲି ଖେଳ ହେଲା କାଳ। ହୋଲି ଖେଳି ବନ୍ଧରେ ଗାଧୋଉଥିବା ବେଳେ ପାଣିରେ ବୁଡିଗଲେ। ଏଭଳି ଏକ ଘଟଣା ଘଟିଛି ବଲାଙ୍ଗିର ସହର କନ୍ଧପାଲି ପଡାରେ। ମୃତକଜଣଙ୍କ ସ୍ଥାନୀୟ ପଡାର ରାହୁଲ ଭାଟି ବୋଲି ଜଣାପଡ଼ିଛି। ତେବେ ଖବର ପାଇ ଟାଉନ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ ବ୍ୟବଚ୍ଛେଦ ପାଇଁ ପଠାଇଛି।