ରାଜଗାଙ୍ଗପୁର ,୨୮/୦୮ : ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ବାଇପାସ ଜାମପାଲିରେ ଅଘଟଣ । ରାସ୍ତା ପାର ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ । ଏନେଇ ଖବରପାଇ ରାଜଗାଙ୍ଗପୁର ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରେ ପୁଲିସ ମୃତଦେହକୁ ଉଦ୍ଧାର କରି ରାଜଗାଙ୍ଗପୁର ସିଏଚସିକୁ ପଠାଇଥିବା ଜଣାପଡ଼ିଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ମୃତକଙ୍କ ପରିଚୟ ମିଳିପାରିନାହିଁ।

ଏଡିଆର ରିପୋର୍ଟ: ଅଧା ବିଧାୟକ, ସାଂସଦଙ୍କ ନାଁରେ ଅପରା...