ପ୍ରମୂଖ ଖବର
  • ଅପେକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର, ଭିତର ଭଣ୍ଡାର ଖୋଲିବାକୁ ଚାଲିଛି ପକ୍ରିୟା
  • ||
  • ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ, ଦିନ ୧ଟା ୨୮ରେ ଶୁଭ ମୁହୂର୍ତ୍ତରେ ଫିଟିବ ଭିତର ଭଣ୍ଡାର ତାଲା
  • ||
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

କୋଣାର୍କ କଲେଜ ଛକ ନିକଟରେ ଦୁର୍ଘଟଣା, ବସ୍ ଧକ୍କାରେ ବାଇକ୍ ଆରୋହୀ ମୃତ

କୋଣାର୍କ, ୨୯/୦୬ : କୋଣାର୍କ କଲେଜ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ବସ୍ ଧକ୍କାରେ ବାଇକ୍ ଆରୋହୀ ମୃତ। ଉଭୟ ବସ୍ ଓ ବାଇକକୁ ଜବତ କଲା କୋଣାର୍କ ପୋଲିସ। 

ସୂଚନା ଅନୁସାରେ, ଶୁକ୍ରବାର ବିଳମ୍ବିତ ରାତିରେ ବିବାହ ଉତ୍ସବରେ ଯୋଗଦେଇ ଫେରୁଥିବା ସମୟରେ ରଞ୍ଜିତ ପୋଟେଇ (୩୪ ବର୍ଷ)ଙ୍କୁ ପଛପଟୁ ଏକ ବସ୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରଞ୍ଜିତ ଗୁରୁତର ହୋଇ ପଡ଼ିଥିଲେ। ତାଙ୍କୁ ଗରୁତର ଅବସ୍ଥାରେ ପ୍ରଥମେ ଗୋପ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତେବେ ଭୁବନେଶ୍ଵର ଯିବା ବାଟରେ ରଞ୍ଜିତଙ୍କ ମୃତ୍ୟୁ ହୋଇଥିଲା। ମୃତକ ଜଣଙ୍କ କାକଟପୁର ସାହୁପଡ଼ା ଅଞ୍ଚଳର ବୋଲି ସୂଚନା ମିଳିଛି। ଘଟଣାସ୍ଥଳରେ କୋଣାର୍କ ପୋଲିସ ତଦନ୍ତ ଜାରି ରଖିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.