ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ଫୁଲ ନଖରା ଓଭର ବ୍ରିଜ ଉପରେ କାରକୁ ଧକ୍କା ଦେଲା ହାଇଓ୍ବା, ଅଳ୍ପକେ ବର୍ତ୍ତିଲେ କାର ଯାତ୍ରୀ

କଟକ,୨୩।୩ : କଟକ - ଫୁଲ ନଖରା ଜାତୀୟ ରାଜପଥ ଓଭର ବ୍ରିଜ ଉପରେ କାର କୁ ଧକ୍କା ଦେଲା ବାଲି ବୋଝେଇ ହାଇୱା । ଦୁର୍ଘଟଣା ରେ କାରରେ ବସିଥିବା  ଗୋଟିଏ ପରିବାରର ଲୋକେ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି। ଗାଡ଼ି ମଧ୍ୟରେ ଛୋଟ ପିଲାକୁ ମିଶାଇ ଚାରି ଜଣ ବ୍ୟକ୍ତି ଥିଲେ। 

ଭୁବନେଶ୍ଵର ରୁ କଟକ ଆଡ଼କୁ ଏକ ବାଲେନୋ କାର ଆସୁଥିଲା। ଫୁଲ ନଖରା ଜାତୀୟ ରାଜପଥ ଓଭର ବ୍ରିଜ ଉପରେ ଏକ ହାଇଓ୍ବା କାରକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଫଳରେ ଜାତୀୟ ରାଜପଥ ଉପରେ ଟ୍ରାଫିକ ଜାମ ହୋଇଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.