ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଦୁର୍ଘଟଣାଗ୍ରସ୍ତ ଗାଡିକୁ ପିଟିଲା ଟ୍ରକ୍, ଡ୍ରାଇଭର ମୃତ

ଭଦ୍ରକ ୨୮।୦୩ : ଦୁର୍ଘଟଣାଗ୍ରସ୍ତ ମାଲବାହୀ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍। ଡ୍ରାଇଭର୍ ମୃତ। ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଚରମ୍ପା ନିକଟରେ ଏହି ଦୁର୍ଘଟଣା ଘଟିଛି। 

ସୂଚନା ଅନୁଯାୟୀ, ବାଲେଶ୍ଵର ଆଡୁ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରକ୍ ଆଜବେଷ୍ଟ ନେଇ ଯାଉଥିବା ବେଳେ ଚରମ୍ପା ଆର୍ଟିଓ ଅଫିସ ନିକଟରେ ଦୁର୍ଘଟଣା ଗ୍ରସ୍ଥ ହୋଇଥିଲା । ଦୁର୍ଘଟଣା ପରେ ଗାଡିରୁ ଆଜବେଷ୍ଟ ଗୁଡିକୁ କଢ଼ା ଯାଉଥିଲା । ଏହି ସମୟରେ ପଛ ଆଡୁ ଏକ ହାଇୱା ଧକ୍କା ଦେଇଥିଲା । ମାଲ୍ ଖାଲି ବେଳେ ଦୁର୍ଘଟଣାଗ୍ରସ୍ତ ଟ୍ରକର ଡ୍ରାଇଭର ଠିଆ ହୋଇଥିବାରୁ ହାଇୱା ଧକ୍କାରେ ତାଙ୍କର ମୃତ୍ୟୁ ହୋଇଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.