ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଦୁର୍ଘଟଣାଗ୍ରସ୍ତ ଗାଡିକୁ ପିଟିଲା ଟ୍ରକ୍, ଡ୍ରାଇଭର ମୃତ

ଭଦ୍ରକ ୨୮।୦୩ : ଦୁର୍ଘଟଣାଗ୍ରସ୍ତ ମାଲବାହୀ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍। ଡ୍ରାଇଭର୍ ମୃତ। ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଚରମ୍ପା ନିକଟରେ ଏହି ଦୁର୍ଘଟଣା ଘଟିଛି। 

ସୂଚନା ଅନୁଯାୟୀ, ବାଲେଶ୍ଵର ଆଡୁ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରକ୍ ଆଜବେଷ୍ଟ ନେଇ ଯାଉଥିବା ବେଳେ ଚରମ୍ପା ଆର୍ଟିଓ ଅଫିସ ନିକଟରେ ଦୁର୍ଘଟଣା ଗ୍ରସ୍ଥ ହୋଇଥିଲା । ଦୁର୍ଘଟଣା ପରେ ଗାଡିରୁ ଆଜବେଷ୍ଟ ଗୁଡିକୁ କଢ଼ା ଯାଉଥିଲା । ଏହି ସମୟରେ ପଛ ଆଡୁ ଏକ ହାଇୱା ଧକ୍କା ଦେଇଥିଲା । ମାଲ୍ ଖାଲି ବେଳେ ଦୁର୍ଘଟଣାଗ୍ରସ୍ତ ଟ୍ରକର ଡ୍ରାଇଭର ଠିଆ ହୋଇଥିବାରୁ ହାଇୱା ଧକ୍କାରେ ତାଙ୍କର ମୃତ୍ୟୁ ହୋଇଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.