ପ୍ରମୂଖ ଖବର
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୂଳପତିଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

Published By : Prameya | January 31, 2025 6:22 PM

ଝାରସୁଗୁଡା,୩୧/୧ :  ପୁର୍ବତନ କୁଳପତି ଧ୍ରୁବରାଜ ନାଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି । ଅଭିଯୁକ୍ତ ପ୍ରବୀର ଧୁରୁଆକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ADJ କୋର୍ଟ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୂଳପତି ଧ୍ରୁବରାଜ ନାଏକଙ୍କୁ ଗତ ୨୦୨୧ମସିହା ଜୁନ୍ ମାସ ୨୧ତାରିଖରେ ଆସାମୀ ପ୍ରବୀର ଧୁରୁଆ ଟାଙ୍ଗିଆ ରେ ହାଣି ହତ୍ୟା କରିଥିଲା।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.