ପ୍ରମୂଖ ଖବର
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ଆନ୍ଦୋଳନରେ ସାମିଲ ରାଜସ୍ବ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

Published By : Suraj Kumar | August 25, 2025 10:33 PM

ଭୁବନେଶ୍ବର,୨୫।୮ : ରାଜ୍ୟ ଅମଳା ସଂଘର ଡାକରାରେ ଆନ୍ଦୋଳନରେ ସାମିଲ ହୋଇଥିବା ରାଜସ୍ବ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦେଶ। ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। କାର୍ଯ୍ୟାନୁଷ୍ଠାନ ପାଇଁ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗ ପକ୍ଷରୁ  ଚିଠି କରାଯାଇଛି। ଛୁଟିରେ ଯାଇଥିବା ସମସ୍ତ କର୍ମଚାରୀଙ୍କ ତାଲିକା ଦେବାକୁ ଚିଠିରେ  ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଛୁଟି ବାତିଲ ସତ୍ତ୍ବେ କାର୍ଯ୍ୟରେ ଯୋଗ ଦେଇ ନାହାନ୍ତି କର୍ମଚାରୀ।

ସୂଚନାଯୋଗ୍ୟ ଯେ, ରାଜସ୍ବ ଅମଳା ସଂଘ ଡାକରାରେ ରାଜସ୍ବ କର୍ମଚାରୀ ଅଗଷ୍ଟ ୧୧ ତାରିଖରୁ ସମୂହ ଛୁଟିରେ ଯାଇ ଆନ୍ଦୋଳନରେ ସାମିଲ ହୋଇଛନ୍ତି।  ବିଭିନ୍ନ ଦାବି ନେଇ ସେମାନେ ଧାରଣାରେ ବସିଛନ୍ତି। ଫଳରେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ଏଥିସହ ଲୋକମାନେ ବିଭିନ୍ନ କାର୍ଯ୍ୟରେ କାର୍ଯ୍ୟାଳୟ ଆସି ନିରାଶ ହୋଇ ଫେରୁଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.