ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ମାତାଲ୍ ଶିକ୍ଷକଙ୍କୁ ତାଗିଦ୍ କଲେ ଗଣଶିକ୍ଷା ମନ୍ତ୍ରୀ, ମଦ ପିଇ ସ୍କୁଲ ଆସିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର, ୧୮/୦୯ : ଏଣିକି ମଦ ପିଇ ସ୍କୁଲ ଆସିଲେ ଶିକ୍ଷକଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଶିକ୍ଷକଙ୍କୁ ତାଗିଦ୍ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଯେ, ଶିକ୍ଷକମାନେ ନିଶାମୁକ୍ତ ରହିବା ଏକାନ୍ତ ଆବଶ୍ୟକ। ଶିକ୍ଷାଦାନ କରୁଥିବା ଶିକ୍ଷକ ଯଦି ମଦ ପ୍ରତି ଆସକ୍ତ ରହିବେ ତାହା ଶିକ୍ଷା ଉପରେ ପ୍ରଭାବ ପକାଇବ। ବିଭାଗ ଏଥିପାଇଁ କଠୋର ରୁ କଠୋର କାର୍ଯ୍ୟାନୁଷ୍ଠାନ ନେବ। 

ଶିକ୍ଷକମାନେ ମାତାଲ୍ ହୋଇ ସ୍କୁଲ ଆସିଲେ ଅଘଟଣ ଘଟିବାର ସମ୍ଭାବନା ରହିଛି। ତେଣୁ ମଦୁଆ ଶିକ୍ଷକଙ୍କୁ ଲିଖିତ ଆକାରରେ ନୋଟିସ୍ ଦିଆଯିବ। ସ୍କୁଲକୁ ଛୋଟ ଛୋଟ ପିଲା ଆସୁଛନ୍ତି। ପିଲାଙ୍କୁ ନେବା ଆଣିବା କରୁଥିବା ଗାଡି ଡ୍ରାଇଭର୍ ମଦ ପିଇଲେ ଦୁର୍ଘଟଣାର ଆଶଙ୍କା ରହିଛି। ବସ୍ ଡ୍ରାଇଭର୍ ମଦ ପିଇ ଗାଡି ଚଳାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଭାଗ ଏଥିପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.