ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଜେପିରେ ମିଶିଲେ ଅଭିନେତା ଆକାଶ ଦାସନାୟକ

ଭୁବନେଶ୍ବର,୩୧।୩ : କୋରେଇ ପୂର୍ବତନ ବିଧାୟକ ତଥା ଅଭିନେତା  ଆକାଶ ଦାସନାୟକ ବିଜେପିରେ ସାମିଲ ହୋଇଛନ୍ତି।  ଗତ କାଲି ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। 

ଆକାଶ ରାଜନୀତିରେ ପାଦ ଥାପିବା ପରେ ୨୦୧୪ ମସିହାରେ ପ୍ରଥମଥର ପାଇଁ କୋରାଇ ଆସନରୁ ବିଜେଡ଼ି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ୨୦୧୯ ମସିହାରେ ତାଙ୍କୁ ବିଜେଡ଼ି ଟିକେଟ ଦେଇନଥିବା ବେଳେ ରାଜ୍ୟ ସରକାରଙ୍କ ମୋ କଲେଜ୍ ଅଧ୍ୟକ୍ଷ ଭାବେ ସେ ଦାୟିତ୍ୱରେ ରହିଥିଲେ। ତେବେ ଗତକାଲି ବିଜୁ ଜନତା ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇ ଆଜି ବିଜେପିର ପଦ୍ମ ଧରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.