ପ୍ରମୁଖ ଖବର
  • ବରଗଡ଼ରେ ନିର୍ବାଚନୀ ହିଂସା, ଛୁରା ମାଡ଼ରେ ଜଣେ ମୃତ
  • ||
  • ଭୋଟ ବର୍ଜନ କଲେ ମତଦାତା , ଦିନ ୧୨ଟା ସୁଦ୍ଧା ଫିରିଙ୍ଗିଆ ବ୍ଲକ କାମ୍ବାପଡା ବୁଥରେ ମାତ୍ର ଗୋଟିଏ ଭୋଟିଂ
  • ||
  • ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଦେଉଛି ଓଡ଼ିଶା, ସକାଳ ୧୧ଟା ସୁଦ୍ଧା ଲୋକସଭା ଆସନ ପାଇଁ ୨୧.୦୭% ମତଦାନ
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଦିନ ୯ଟା ସୁଦ୍ଧା ୯.୮୬ ପ୍ରତିଶତ ମତଦାନ
  • ||
  • ସୋମବାର ଏକାମ୍ରରେ ନବୀନଙ୍କ ରୋଡ୍‌ ସୋ’: ହାଇଟେକ୍‌ ବସରେ ପ୍ରଚାର, ୮ ଛକରେ ଅଟକିବେ
  • ||
  • ବଢ଼ିଲା ବାତ୍ୟା ଭୟ, ଜିଏଫଏସ ମଡେଲର ଆକଳନ ୨୫ ତାରିଖ ସଂଧ୍ୟାରେ ଓଡ଼ିଶାରେ ହେବ ମାଡ଼
  • ||
  • ପଞ୍ଚମ ପର୍ଯ୍ୟାୟରେ ଭୋଟ୍ ଦେଉଛି ଭାରତ: ୪୯ ଆସନରେ ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୫ ଲୋକସଭା ୩୫ ବିଧାନସଭା ଆସନରେ ଭୋଟିଂ
  • ||
  • ପୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||

ବିଜେଡିରେ ଯୋଗ ଦେଲେ ଅଭିନେତ୍ରୀ ଜିନା ସାମଲ, ସକାଳେ ବିଜେପିକୁ କରିଥିଲେ ବାଏ ବାଏ...

ଭୁବନେଶ୍ୱର ୦୩/୦୫: ପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଲେ ଅଭିନେତ୍ରୀ ଜିନା ସାମଲ। ଶଙ୍ଖ ଭବନରେ ଚାଲିଥିବା ବିଜେଡି ମିଶ୍ରଣ ପର୍ବରେ ଅଭିନେତ୍ରୀ ଜିନା ସାମଲ ଯୋଗ ଦେଇଛନ୍ତି। ଦଳ ସଭାପତି ଓ ସଂଗଠନ ସମ୍ପାଦକଙ୍କ ସସ୍ମିତ ପାତ୍ର ଜିନାଙ୍କୁ ସ୍ବାଗତ କରିଛନ୍ତି। ସେପଟେ ବିଜେଡିରେ ସଦସ୍ୟ ହୋଇ ଥିବାରୁ ନିଜେ ଗର୍ବିତ ବୋଲି କହିଛନ୍ତି ଜିନା। ମୁଖ୍ୟମନ୍ତ୍ରୀଙ୍କ ନୀତିଆଦର୍ଶ ମୋତେ ଅନୁପ୍ରାଣିତ କରିଛି। ବିଜେଡିରେ ହିଁ ନାରୀଙ୍କୁ ସମ୍ନାନ ମିଳୁଛି ବୋଲି ମତ ରଖିଛନ୍ତି ଜିନା।

ଶୁକ୍ରବାର ସକାଳେ ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଦେଇ ଥିଲେ ଜିନା। ଦଳ ପାଇଁ ବର୍ଷାଧିକ କାମ କରିବା ସହ ଟିକେଟ ପାଇଁ ଆଶାୟୀ ଥିଲେ। ଟିକେଟ୍ ରେସ୍‌ରୁ ବାଦ ପଡିବା ପରେ ଦଳରେ ଅଣଦେଖା ଅଭଯୋଗି କରିବା ସହ ଇସ୍ତଫା ଦେଇ ଥିଲେ।


  • prameyanews
  • PrameyaOdia
  • prameya
  • General Election 2024
  • BJD
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.