ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଅତନୁ ସବ୍ୟସାଚୀଙ୍କୁ ଉଚ୍ଚ ଶିକ୍ଷା  ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର, ୯।୬ ଉଚ୍ଚ ଶିକ୍ଷା ମନ୍ତ୍ରୀ ପଦରୁ ରୋହିତ ପୂଜାରୀ ବାଦ୍ ପଡିବା  ପରେ ତାଙ୍କ ସ୍ଥାନରେ  ଅତନୁ ସବ୍ୟସାଚୀଙ୍କୁ  ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଅତନୁ ବର୍ତ୍ତମାନ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅଛନ୍ତି।

ଉଚ୍ଚଶିକ୍ଷା ବିଭାଗରେ ଦୁର୍ବଳ ପ୍ରଦର୍ଶନ ପାଇଁ ମନ୍ତ୍ରୀମଣ୍ଡଳରୁ  ରୋହିତ ପୂଜାରୀ ବାଦ ପଡିଛନ୍ତି। ଏଥପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ସୁପାରିସ କରିଛନ୍ତି।  ରେଢାଖୋଲରୁ ୨ ଥର ନିର୍ବାଚିତ ହୋଇଥିବା ରୋହିତ ପୂଜାରୀ ୨୦୨୨ରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଥିଲେ।

ଆହୁରି ପଢନ୍ତୁ :ମନ୍ତ୍ରୀମଣ୍ଡଳରୁ ବାଦ୍‌ ପଡିଲେ ରୋହିତ ପୂଜାରୀ, ଉଚ୍ଚଶିକ୍ଷା ବିଭାଗରେ ଦୁର୍ବଳ ପ୍ରଦର୍ଶନ

Copyright © 2022 - Summa Real Media Private Limited. All Rights Reserved.