ପ୍ରମୁଖ ଖବର
  • ରାୟଗଡା : ସଂଘବଦ୍ଧ ଆକ୍ରମଣରେ ମହିଳା ମୃତ , ୭ ଗିରଫ
  • ||
  • ଜୁନ୍ ୭ରୁ ଯୁକ୍ତ ୨ ନାମଲେଖା ଆବେଦନ, ମୋଟ୍‌ ୫.୨୫ ଲକ୍ଷ ସିଟ୍‌ରେ ହେବ ଆଡମିସନ୍
  • ||
  • ଭୁବନେଶ୍ୱର: ଡ୍ରେନ୍‌ ଭିତରୁ ମିଳିଲା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗିଥିବା ସନ୍ଦେହ
  • ||
  • ପ୍ରଧାନମନ୍ତ୍ରୀଙ୍କ ମାରାଥନ୍‌ ବୈଠକ, ୧୦୦ ଦିନର ଏଜେଣ୍ଡା ନେଇ କରିବେ ସମୀକ୍ଷା
  • ||
  • ନରେନ୍ଦ୍ର ବାଣ ବିସ୍ଫୋରଣ ମାମଲା: ମୃତ୍ୟୁ ସଂଖ୍ୟା ୧୧ ବୃଦ୍ଧି, ୧୯ ଜଣଙ୍କ ଚାଲିଛି ଚିକିତ୍ସା
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ପପୁଆ ନ୍ୟୁ ଗିନିକୁ ଭେଟିବ ୱେଷ୍ଟ ଇଣ୍ଡିଜ, ପ୍ରୋଭିଡେନ୍ସରେ ହେବ ବ୍ୟାଟିଂ ବିସ୍ଫୋରଣ
  • ||
  • ନିର୍ବାଚନ ଅପ୍‌ଡେଟ୍: ଅରୁଣାଚଳ ପ୍ରଦେଶ ଓ ସିକ୍କିମ୍ ଭୋଟ ଗଣତି ଜାରି
  • ||
  • ସରିଲା ଅରବିନ୍ଦ କେଜ୍‌ରିୱାଲଙ୍କ ଜାମିନ ଅବଧି, ରବିବାର ଫେରିବେ ତିହାର ଜେଲ୍
  • ||
  • ଶେଷ ପର୍ଯ୍ୟାୟରେ ୬୨% ମତଦାନ, ପଶ୍ଚିମବଙ୍ଗରେ ସର୍ବାଧିକ, ବିହାରରେ ସର୍ବନିମ୍ନ
  • ||
  • ବୁଥ ବାହୁଡାମତରେ ଏନ୍ଡିଏକୁ ବହୁମତ, ୩୫୦ ପାର୍‌ NDA, ହ୍ୟାଟ୍ରିକ କରିବେ ମୋଦି
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ଅଂଶୁଘାତ ନେଉଛି ଜୀବନ: ଜଳିବ ପଶ୍ଚିମ ଓଡ଼ିଶା, ୫ ଯାଏ ଉପକୂଳରେ ଗୁଳୁଗୁଳି
  • ||

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ଵର, ୧୯/୦୫ : ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମାଳଦ୍ଵୀପ ଏବଂ କୋମରିନ୍‌ ଅଞ୍ଚଳର କିଛି ଅଂଶ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଦ୍ୱୀପପୁଞ୍ଜ ଏବଂ ଦକ୍ଷିଣ ଆଣ୍ଡାମାନ ସାଗରର କିଛି ଅଂଶକୁ ଆଜି ମୌସୁମୀ ବାୟୁ ଅଗ୍ରସର ହୋଇଛି। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗତ ବର୍ଷ ମଧ୍ୟ ଏହି ସମୟରେ ଉପରୋକ୍ତ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ଭାବେ ଅଗ୍ରସର ହୋଇଥିଲା। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.