ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ, ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

Published By : Suraj Kumar | October 27, 2024 7:03 PM

ଭୁବନେଶ୍ବର, ୨୭।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର  ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।  

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.