ପ୍ରମୁଖ ଖବର
  • ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କର ଅଧ୍ୟକ୍ଷ ପଦରୁ ବିଜୟ ଶେଖର ଶର୍ମାଙ୍କ ଇସ୍ତଫା
  • ||
  • ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ୫୫୪ଟି ଅମୃତ ଭାରତ ଷ୍ଟେସନ୍ ଶିଳାନ୍ୟାସ
  • ||
  • ଭୁବନେଶ୍ଵର : ୨୮ରେ ଓଡ଼ିଶା ଆସିବେ ବିଲ୍ ଗେଟ୍ସ, ପରିଦର୍ଶନ କରିବେ କୃଷି ଭବନ
  • ||
  • ପାରାଦୀପ ବନ୍ଦରରୁ କଂଟେନର୍ ଏକ୍‌ଜିମ୍‌ ସେବା ଆରମ୍ଭ, ପଣ୍ୟ ପରିବହନ କ୍ଷେତ୍ରରେ ଯୁଗାନ୍ତକାରୀ ପଦକ୍ଷେପ
  • ||
  • କେନ୍ଦୁଝର ପାଟଣା ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ, ସୋସିଆଲ ମିଡିଆ​‌ରେ ଭାଇରାଲ
  • ||
  • କପି ଚେକିଂ ଆଳରେ ଅସଦାଚରଣ ଅଭିଯୋଗ, ଥାନାରେ ମାଟ୍ରିକ ପରୀକ୍ଷାର୍ଥୀ
  • ||
  • ଲୋକସେବା ଭବନ ଘେରିବ କଂଗ୍ରେସ, ବିଶାଳ ଶୋଭାଯାତ୍ରାରେ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ
  • ||
  • ଆଜି ଓଡ଼ିଶାର ୨୧ ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
  • ||
  • ଗର୍ଭବତୀଙ୍କ ପେଟକୁ ନର୍ସ ଖୁନ୍ଦା ମାରିଥିବା ଅଭିଯୋଗ, ଚାଲିଗଲା ମା ଓ ଛୁଆଙ୍କ ଜୀବନ
  • ||
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

ଜମ୍ମୁ କାଶ୍ମୀର ନୈାସେରା ସେକ୍ଟର ଏଲ୍ଓସିରେ ପୁଣୀ ଆତଙ୍କୀ ହାମଲା, ଆତଙ୍କୀ ଆଇଇଡ଼ି ବିସ୍ପୋରଣରେ ଆର୍ମି ଅଫିସର ସହିଦ୍

ଭୁବନେଶ୍ବର,୧୬/୨: ଜମ୍ମୁ କାଶ୍ମୀର ନୈାସେରା ସେକ୍ଟର ଏଲ୍ଓସିରେ ପୁଣୀ ଆତଙ୍କୀ ହାମଲା ହୋଇଛି। ଏହି ବିସ୍ପୋରଣରେ ଯବାନଙ୍କ ସହିଦ୍ ହୋଇଛି ବୋଲି ଜଣାପଡ଼ିଛି।

ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ୪୮ ଘଣ୍ଟା ନ ପୁରୁଣୁ ପୁଣି କାଶ୍ମୀର ଘାଟିର ନୈାସରା ସେକ୍ଟର (ଏଲ୍ଓସି)ରେ ବିଷ୍ପାରଣ ଘଟିଛି । ଫୁଲଓ୍ମାମା ଭଳି ଏଠାରେ ମଧ୍ୟ ଆଇଇଡି  ବିସ୍ପୋରଣ ହୋଇଥିବା ସୂଚନା ମିଳିଛି। ପାକିସ୍ତାନ ପଟୁ ଏହି ବିସ୍ପୋରଣ ହୋଇଥିବା ଜଣାପଡ଼ିଛି। ସହିଦ ହୋଇଥିବା ଆର୍ମି ଅଧିକାରୀଙ୍କ ପରିଚୟ ମିଳିନାହିଁ। ତେବେ ଏହି ବିସ୍ପୋରଣ ମଧ୍ୟ ଅତ୍ୟନ୍ତ ଭୟଙ୍କର ଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.