ପ୍ରମୁଖ ଖବର
  • ଟାଟା ମୋଟର୍ସ ଚାକିରି ଦେବା ନାଁ ଠକଇେ ମାମଲା: ଅଦାଲତରେ ହାଜର ହେବେ ପ୍ରଦିପ ପାଣିଗ୍ରାହୀ
  • ||
  • ନିର୍ବାଚନ ଲଢ଼ିପାରିବେନି କଟକ- ବାରବାଟୀ ବିଧାୟକ ମହମ୍ମଦ ମୋକିମ୍,,ଦୋସୀ ସାବ୍ୟସ୍ତ ଉପରେ ଲାଗିନି ରୋକ୍
  • ||
  • ଶଙ୍ଖ ଭବନରେ ବର୍ଷା ପ୍ରିୟଦର୍ଶିନୀ, ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ORHDC ଦୁର୍ନୀତି ମାମଲା : ମହମ୍ମଦ ମୋକିମଙ୍କୁ ଜାମିନ୍ ଦେଲେ ସୁପ୍ରିମକୋର୍ଟ, ଭିଜିଲାନ୍ସକୁ ନୋଟିସ୍
  • ||
  • ମାଲେସିଆରେ ନୌସେନାର ୨ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୦ ମୃତ
  • ||
  • ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁର ପୂର୍ବତନ ବିଧାୟିକା ଡ. ରାସେଶ୍ବରୀ ପାଣିଗ୍ରାହୀ
  • ||
  • ମାହାଙ୍ଗା ଡବଲ୍‌ ମର୍ଡର ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ
  • ||
  • ବନ୍ୟାରେ ଭାସିଲା ଚୀନ୍‌: ବିପଦ ସଙ୍କେତ ଉପରେ ୪୪ ନଦୀ, ୪ ମୃତ, ହଜାରେରୁ ଅଧିକ ସ୍କୁଲ ବନ୍ଦ
  • ||
  • ଆଇପିଏଲରେ ସୁପର କିଙ୍ଗ୍‌ସ- ସୁପର ଜାଏଣ୍ଟ୍‌ସ ମଧ୍ୟ ଲଢ଼େଇ, ପୂର୍ବ ପରାଜୟର ପ୍ରତିଶୋଧ ଲକ୍ଷ୍ୟରେ CSK
  • ||
  • ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲା: ଆଜି ସୁପ୍ରିମକୋର୍ଟରେ ମହମ୍ମଦ ମୋକିମ୍‌ଙ୍କ ଭାଗ୍ୟ ପରୀକ୍ଷା
  • ||
  • ହେ ପ୍ରଭୁ! ରକ୍ଷା କର..ଆହୁରି ଭୟାନକ ହେବ ଗ୍ରୀଷ୍ମ ପ୍ରବାହ, ୨୬ରେ ତାତିର ବିସ୍ଫୋରଣ ଆଶଙ୍କା
  • ||

ଜମ୍ମୁ କାଶ୍ମୀର ନୈାସେରା ସେକ୍ଟର ଏଲ୍ଓସିରେ ପୁଣୀ ଆତଙ୍କୀ ହାମଲା, ଆତଙ୍କୀ ଆଇଇଡ଼ି ବିସ୍ପୋରଣରେ ଆର୍ମି ଅଫିସର ସହିଦ୍

ଭୁବନେଶ୍ବର,୧୬/୨: ଜମ୍ମୁ କାଶ୍ମୀର ନୈାସେରା ସେକ୍ଟର ଏଲ୍ଓସିରେ ପୁଣୀ ଆତଙ୍କୀ ହାମଲା ହୋଇଛି। ଏହି ବିସ୍ପୋରଣରେ ଯବାନଙ୍କ ସହିଦ୍ ହୋଇଛି ବୋଲି ଜଣାପଡ଼ିଛି।

ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ୪୮ ଘଣ୍ଟା ନ ପୁରୁଣୁ ପୁଣି କାଶ୍ମୀର ଘାଟିର ନୈାସରା ସେକ୍ଟର (ଏଲ୍ଓସି)ରେ ବିଷ୍ପାରଣ ଘଟିଛି । ଫୁଲଓ୍ମାମା ଭଳି ଏଠାରେ ମଧ୍ୟ ଆଇଇଡି  ବିସ୍ପୋରଣ ହୋଇଥିବା ସୂଚନା ମିଳିଛି। ପାକିସ୍ତାନ ପଟୁ ଏହି ବିସ୍ପୋରଣ ହୋଇଥିବା ଜଣାପଡ଼ିଛି। ସହିଦ ହୋଇଥିବା ଆର୍ମି ଅଧିକାରୀଙ୍କ ପରିଚୟ ମିଳିନାହିଁ। ତେବେ ଏହି ବିସ୍ପୋରଣ ମଧ୍ୟ ଅତ୍ୟନ୍ତ ଭୟଙ୍କର ଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.