ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ବିଶ୍ୱର ତୃତୀୟ ବୃହତ ଅର୍ଥନୀତି ହେବ ଭାରତ: ମୋଦି

ନୂଆଦିଲ୍ଲୀ,୨୨/୮:  ଦୁଇ ଦିନିଆ ପୋଲାଣ୍ଡ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତକାଲି ପୋଲାଣ୍ଡରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହାପରେ ୱାରସାଠାରେ ଆୟୋଜିତ ଭାରତୀୟ ସମୁଦାୟଙ୍କୁ ସମ୍ବୋଧନ କରିଥିଲେ ମୋଦି । ବିଶ୍ୱର ତୃତୀୟ ବୃହତ ଅର୍ଥନୀତି ହେବା ପାଇଁ ଆଉ ବେଶୀ ଦୂରରେ ନାହିଁ ଭାରତ। ବିଶ୍ୱ ବିକାଶ କ୍ଷେତ୍ରରେ ୨୦୨୩ରେ ଭାରତର ଯୋଗଦାନ  ୧୬ ପ୍ରତିଶତ ରହିଥିବା ମୋଦି କହିଛନ୍ତି ।  

ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୋଲାଣ୍ଡ ଗସ୍ତର ପ୍ରଥମ ଦିନରେ ସେ ନୱାନଗର ଜାମ ସାହେବ ମେମୋରିଆଲ ଏବଂ କୋଲହାପୁର ମହାରାଜ ମେମୋରିଆଲକୁ ଯାଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ପରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଥିଲେ। ପ୍ରଥମେ  ଭାରତ ଓ ପୋଲାଣ୍ଡ ମଧ୍ୟରେ କୂଟନୈତିକ ସମ୍ପର୍କ ପ୍ରତିଷ୍ଠାର ୭୦ ବର୍ଷ ପୂର୍ତ୍ତି ହେଉଥିବା ବେଳେ ପ୍ରଧାନମନ୍ତ୍ରୀ ଏହି ଯାତ୍ରା କରିଛନ୍ତି। ପୋଲାଣ୍ଡ ପ୍ରଧାନମନ୍ତ୍ରୀ ଡ଼ୋନାଲ୍ଡ ଟସ୍କ ଏବଂ ମୋଦିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା କାର୍ଯ୍ୟକ୍ରମ ରହିଛି। ସେହିପରି ରାଷ୍ଟ୍ରପତି ଡୁଡାଙ୍କ ସହ ମଧ୍ୟ ମୋଦି ଦ୍ୱିପାକ୍ଷିତ ଆଲୋଚନା କରିବେ। ପୋଲାଣ୍ଡ ଗସ୍ତ ସାରି ସେଠାରୁ ୨୩ରେ ୟୁକ୍ରେନ୍ ଯାଇ ରାଷ୍ଟ୍ରପତି ଭୋଲ୍‌ଡିମିର୍‌ ଜେଲେନସ୍କିଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ୪୫ ବର୍ଷ ପରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଦୁଇ ଦିନିଆ ପୋଲାଣ୍ଡ ଗସ୍ତରେ ଯାଇଛନ୍ତି ନରେନ୍ଦ୍ର ମୋଦି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.