ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

AIIMS ହସ୍ପିଟାଲ ନିକଟରେ ବୁଲେଟ୍‌କୁ ଧକ୍କା ଦେଲେ କଂକ୍ରିଟ୍ ବୋଝେଇ ଟ୍ରକ୍, ବୁଲେଟ୍‌ ଆରୋହି ମୃତ

ଭୁବନେଶ୍ୱର ୦୬/୦୬: ଭୁବନେଶ୍ୱର ଏମ୍‌ସ୍ ହସ୍ପିଟାଲ ନିକଟରେ ବୁଲେଟ୍‌କୁ ଧକ୍କା ଦେଲେ କଂକ୍ରିଟ୍ ବୋଝେଇ ଟ୍ରକ୍। ଦୁର୍ଘଟଣାରେ‌ ବୁଲେଟ ଆରୋହୀଙ୍କୁ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ମୃତଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଏ ସମ୍ପର୍କରେ ସୂଚନା ମିଳିବାପରେ ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଯୁବକଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଥିବା ଜଣାପଡିଛି।

  • PrameyaOdia
  • prameya
  • accident
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.