ପ୍ରମୂଖ ଖବର
  • ଉତ୍ତର ପ୍ରଦେଶରେ ବନ୍ୟା ବିତ୍ପାତ, ୧୪ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଦୁଇଟି EPIC ନମ୍ବର ମାମଲାରେ ଫସିପାରନ୍ତି ତେଜସ୍ୱୀ ଯାଦବ, ନୋଟିସ୍ ପଠାଇଲେ ନିର୍ବାଚନ କମିଶନ୍
  • ||
  • ଆନ୍ଧ୍ରପ୍ରଦେଶ ବାଲିକୁରୁମା ପଥର ଖଣିରେ ବିସ୍ଫୋରଣ, ୯ ମୃତ
  • ||
  • କନ୍ଧମାଳ : ବସ୍‌ ସାମ୍ନାକୁ ଚାଲି ଆସିଲା ଜଙ୍ଗଲୀ ଦନ୍ତା, ଯାତ୍ରୀ ଭୟଭୀତ
  • ||
  • MVI ବାବୁଙ୍କ ଅମାପ ସମ୍ପତ୍ତି ଦେଖି ଭିିଜିଲାନ୍ସ ଟେରା, ଲକ୍ଷାଧିକ ଟଙ୍କା ସହ ୩୬ଟି ପ୍ଲଟ୍‌ ଠାବ
  • ||
  • ଉତ୍ତରପ୍ରଦେଶରେ ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା ଗାଡ଼ି, ୧୧ ମୃତ, ୨ ଆହତ
  • ||
  • ଡିଭିଲିୟର୍ସଙ୍କ ବିସ୍ଫୋରକ ଶତକ, ସାଉଥ୍ ଆଫ୍ରିକା ଚାମ୍ପିଅନ୍‌, ହାରିଲା ପାକିସ୍ତାନ
  • ||
  • ସୁନ୍ଦରଗଡ଼: ରେଳ ଧାରଣା ଉଡ଼ାଇଲେ ମାଓବାଦୀ, ମାଲବାହୀ ଟ୍ରେନ ଚଳାଚଳ ବନ୍ଦ
  • ||
  • ରାଉରକେଲା; ବ୍ରାହ୍ମଣୀ ନଦୀକୁ ଡେଇଁ ଯୁବକ ନିଖୋଜ, ସର୍ଚ୍ଚ ଅପରେସନ ଜାରି
  • ||
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ଶୋକ, ଅପରାଧୀଙ୍କୁ ଗିରଫ ଓ କଠୋର ଦଣ୍ଡ ଦାବି କଲା ଏଆଇଏମ୍ଏସ୍ଏସ୍

Published By : Suraj Kumar | August 3, 2025 4:50 PM

ଭୁବନେଶ୍ୱର,୩|୮: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିବା ସହିତ ସମ୍ପୃକ୍ତ ଅପରାଧୀଙ୍କୁ ଗିରଫ ଦାବିରେ ଅଲ୍ ଇଣ୍ଡିଆ ମହିଳା ସାଂସ୍କୃତିକ ସଙ୍ଗଠନ (ଏଆଇଏମ୍ଏସ୍ଏସ୍) ପକ୍ଷରୁ ଭୁବନେଶ୍ଵର ମାଷ୍ଟର କ୍ୟାଣ୍ଟିନ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର ସର୍ବଭାରତୀୟ ସାଧାରଣ ସମ୍ପାଦିକା ଛବି ମହାନ୍ତି,  ଓଡିଶା ରାଜ୍ୟ ସଭାନେତ୍ରୀ ସ୍ବୟଂପ୍ରଭା ନାୟକ   ଏହି ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ କରିବାକୁ ଦାବି କରିଛନ୍ତି।  ଅପରାଧୀଙ୍କୁ ଗିରଫ ଓ ଦୃଷ୍ଟାନ୍ତମୂଳକ ଶାସ୍ତି, ମହିଳା ମାନଙ୍କର ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ମଦ ମାଦକ ଦ୍ରବ୍ୟ ସମ୍ପୂର୍ଣ୍ଣ ନିଷିଦ୍ଧ ଓ ଇଣ୍ଟରନେଟରେ ଅଶ୍ଳୀଳତାର ପ୍ରସାର  ବନ୍ଦ କରିବା ପାଇଁ ଦାବି କରିଥିଲେ।  

ଭୁବନେଶ୍ବର ଜିଲ୍ଲା ସାଙ୍ଗଠନିକ କମିଟି ସଭାନେତ୍ରୀ ବିଜୟା ଲକ୍ଷ୍ମୀ ପାତ୍ର,  ଉପସଭାନେତ୍ରୀ ନିୟତି ଜାନା, ଶୁଭ୍ରାଶ୍ରୀ ଦାସ, ସମ୍ପାଦିକା ପ୍ରଭାମଞ୍ଜୁଳା ବ୍ରହ୍ମ, ସରସୀ ଦାସ ସୁନିତା ପାଣିଗ୍ରାହୀ, ସଞ୍ଜୁକ୍ତା ସାମଲ, ଭାରତୀ ନାୟକ, ରେଖା ଦଣ୍ଡପାଟ ପ୍ରମୁଖ ଏହି  ବିକ୍ଷୋଭର ନେତୃତ୍ବ ନେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.