ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍‌ ,ଏୟାରଫୋର୍ସ ଷ୍ଟେସନ ପକ୍ଷରୁ ଆଲର୍ଟ ଜାରି

Published By : Anindita Ratha | May 9, 2025 10:28 AM

ନୂଆଦିଲ୍ଲୀ,୦୯/୦୫: ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍‌ । ଗତକାଲିର ଆକ୍ରମଣ ପରେ ଆଜି ପୁଣିଥରେ ଚଣ୍ଡିଗଡରେ ବାଜିଛି ଯୁଦ୍ଧ ସାଇରନ୍  । ଏୟାରଫୋର୍ସ ଷ୍ଟେସନ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ସମସ୍ତ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଘଟଣା ଉପରେ କଡ଼ା ନଜର ରଖିଛି ଭାରତୀୟ ସେନା ।

ଆକାଶ ମାର୍ଗରୁ ଆକ୍ରମଣ ନେଇ ଆଶଙ୍କା ରହିଛି । ଯୁଦ୍ଧ ସାଇରନ୍ ବଜାଇ ସମସ୍ତଙ୍କୁ ସଜାଗ କରାଯାଇଛି ।  ଘର ଭିତରେ ରହିବା ପାଇଁ କୁହାଯାଇଛି ।ଆକାଶ ମାର୍ଗରୁ ଆକ୍ରମଣ ଆଶଙ୍କା ରହିଥିବାରୁ ସେନା ମଧ୍ୟ ସଜାଗ ରହିଥିବା କଥା କୁହାଯାଇଛି । ପ୍ରତିରକ୍ଷା ସୂତ୍ରରୁ ଜଣାପଡିଛି ଯେ ଆଜି ଭୋର ୪ଟା ପରେ ପାକିସ୍ତାନ ପୁଣି ଥରେ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ଏଥର ମଧ୍ୟ ଭାରତୀୟ ବାୟୁ ପ୍ରତିରକ୍ଷା ପ୍ରଣାଳୀ ସେଗୁଡ଼ିକୁ ନିଷ୍କ୍ରିୟ କରିଦେଇଛି । ରାତିରେ ପାକିସ୍ତାନ ପକ୍ଷରୁ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ କରିବାକୁ ଚେଷ୍ଟା କରାଯାଇଥିଲା।ଗତକାଲି ରାତିରେ, LoC ଏବଂ ଅନ୍ତର୍ଜାତୀୟ ସୀମାରେ ଅନେକ ସ୍ଥାନରେ ଡ୍ରୋନ୍ ପଠାଇଥିଲା, ଯାହାକୁ ଡ୍ରୋନ୍-ବିରୋଧୀ ଅପରେସନ୍ ଦ୍ୱାରା ପଣ୍ଡ କରାଯାଇଥିଲା। ଉଧମପୁର, ସାମ୍ବା, ଜମ୍ମୁ, ଅଖନୁର, ନାଗ୍ରୋଟା ଏବଂ ପଠାଣକୋଟରେ ଭାରତୀୟ ସେନାର ବାୟୁ ପ୍ରତିରକ୍ଷା ୟୁନିଟ୍ଗୁଡ଼ିକ ବଡ଼ ଧରଣର ଡ୍ରୋନ୍ ପ୍ରତି ଅପରେସନ୍ କରିଥିଲେ ଏବଂ50 ରୁ ଅଧିକ ଡ୍ରୋନ୍ ଖସାଇ ଦେଇଥିଲେ। L-70 ଗନ୍‌, ZU-23MM ଗନ୍, ସିଲକା ସିଷ୍ଟମ ଏବଂ ଅନ୍ୟ ଉନ୍ନତ କାଉଣ୍ଟର-UAS ଭଳି ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଏହି ସବୁ ଡ୍ରୋନ୍ ଗୁଡ଼ିକୁ ନଷ୍ଟ କରିଛି ଭାରତୀୟ ସେନା। ସେହିପରି ପୋଖରାନ, ଆରଏସ୍‌ପୁରା, ଅରନିଆ, ସତବରୀ ଏବଂ ସାମ୍ବାରେ S-400 ଯୋଗେ ପାକିସ୍ତାନର ମିଜାଇଲ୍ ଖସାଇଲା ଭାରତ। ଏହା ସହ ପାକିସ୍ତାନର ୨ଟି ଫାଇଟର୍ ଜେଟ୍‌ FJ-17କୁ ମାରି ଖସାଇଛି ଭାରତ।  


 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.