PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଅଜଣା ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇରଙ୍ଗପୁର, ୨୦/୧୧ : ଅଜଣା ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର। ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ମହୁଭଣ୍ଡାର ଗ୍ରାମପଞ୍ଚାୟତ କାଦୁଆଣି ଗ୍ରାମ ନିକଟ ଡୁଙ୍ଗୁରି ପଥର ପାଖରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ମହୁଭଣ୍ଡାର ଗ୍ରାମପଞ୍ଚାୟତ କାଦୁଆଣି ଗ୍ରାମ ନିକଟ ଡୁଙ୍ଗୁରି ପଥର ପାଖରେ ଜଣେ ଅଜଣା ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ଗ୍ରାମବାସୀମାନେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ବାରିପଦାରୁ ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧନୀ କୁକୁର ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛନ୍ତି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଯୁବକଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି।