ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସୋଆରେ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର,୧୧/୦୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ  ଅଧୀନସ୍ଥ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଅବସରରେ ଅଖି ମୁଠି  ଅନୁକୂଳ ହୋଇଯାଇଛି । ନୂଆଗାଁ ସ୍ଥିତ ଆଇଏନ୍‌ଏସ୍‌ ଫାର୍ମରେ ଅନୁଷ୍ଠିତ ଏହି  ଉତ୍ସବରେ ସୋଆ କୁଳପତି ପ୍ରଫେସର  ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅକ୍ଷୟ ତୃତୀୟା ସମ୍ବନ୍ଧରେ  ଆଲୋକପାତ କରିଥିଲେ । ଆଇଏଏସ୍‌ର  ଡିନ୍‌ ପ୍ରଫେସର ସନ୍ତୋଷ କୁମାର ରାଉତ  କୃଷି ବିଜ୍ଞାନର ଅଗ୍ରଗତି ଓ କୃଷି ଭିତ୍ତିକ  ଗବେଷଣାକୁ ନେଇ ବକ୍ତବ୍ୟ ରଖିଥିଲେ ।  

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ବିଂଝଗିରି  ସ୍ଥିତ ସୋଆ ବିଶ୍ୱବିଦ୍ୟାଳୟ ଅଧୀନ କୃଷି  ଗବେଷଣା କେନ୍ଦ୍ର (ଏଆର୍‌ଏସ୍‌)ରେ  ଅଖମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ  ହୋଇଥିଲା । ଏହି କାର୍ଯ୍ୟକ୍ରମରେ  ଆଇଏଏସ୍‌ ଡିନ୍‌ ପ୍ରଫେସର ରାଉତ ଓ  ଉପଦେଷ୍ଟା ପ୍ରଫେସର ବିଜୟ କୁମାର  ସାହୁ ଯୋଗ ଦେଇଥିଲେ । ପ୍ରଫେସର  ସରୋଜ ମହାନ୍ତି, ପ୍ରଫେସର ବିବୁଧ  ପରାଶର, ଡକ୍ଟର ମନତୋଷ ବୈରାଗ୍ୟଙ୍କ  ସମେତ ଫାକଲ୍ଟି, ଗବେଷଣାରତ  ଛାତ୍ରଛାତ୍ରୀ, କର୍ମଚାରୀ ତଥା କୃଷକ ଯୋଗ  ଦେଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.