ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍; ସ୍କୁଲ, କଲେଜ ଏବଂ ମନ୍ଦିର ପାଖରେ ରହିବନି ମଦ ଦୋକାନ: ଅବକାରୀ ମନ୍ତ୍ରୀ

ଭୁବନେଶ୍ବର ୨୩/୮: ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍ । ବିଧାନସଭାରେ ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଡ୍ୟାନ୍ସ ବାର୍ ସମ୍ପୂର୍ଣ୍ଣ ବନ୍ଦ କରାଯିବ ସହ ସ୍କୁଲ, କଲେଜ ଓ ମନ୍ଦିର ନିକଟରେ ମଦ ଦୋକାନ ରହିବ ନାହିଁ । ନିର୍ଦ୍ଧିଷ୍ଟ ଦୂରତାରେ ମଦ ଦୋକାନ ରହିବ । ଏକ ବର୍ଷରେ ଚୋରା ମଦ ନେଟୱର୍କ ସମ୍ପୂର୍ଣ୍ଣ ବନ୍ଦ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ସ୍କୁଲ କଲେଜ ନିକଟ ଅଞ୍ଚଳରେ ବାର୍ ଏବଂ ଅଫ୍ ସପ୍ ଖୋଲାଯାଇଛି । ପୂର୍ବ ସରକାର ବେଆଇନ ମଦକୁ ପ୍ରଶୟ ଦେଇଥିଲେ, ତାକୁ ଆମେ ଭାଙ୍ଗିବୁ । 

ମଦକୁ ନେଇ ନୂଆ ପଲିସି ଆସିବ । ବେଆଇନ ମଦ କାରବାର ନେଟୱାର୍କକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବ । ସରକାରୀ ଜାଗାରେ ହେଉଥିବା ମଦ କାରବାରକୁ ବୁଲଡୋଜର ଲଗାଇ ଭଙ୍ଗାଯିବ । ବର୍ଷକ ଭିତରେ ବେଆଇନ ଚୋରା ମଦ ବେପାର ପୁରା ବନ୍ଦ ହେବ । ଯେଉଁମାନେ ବେଆଇନ ମଦ କାରବାରରେ ଲିପ୍ତ ଅଛନ୍ତି ସେମାନେ କ୍ରିମିନାଲ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.