ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ସାନଗୁର୍ଜୀଭଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଅଭିଯୋଗ

Published By : Prameya | May 20, 2025 12:30 PM

ବଲାଙ୍ଗୀର,୨୦/୦୫: ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ କରୁଆଝର ଗ୍ରାମ ପଞ୍ଚାୟତର ସାନଗୁର୍ଜୀଭଟା ବିଦ୍ୟାଳୟରୁ ମଧ୍ୟାହ୍ନ ଭୋଜନ ଚୋରି। ଗ୍ରୀଷ୍ମ କାଳୀନ ଛୁଟି ଆଗରୁ ଏଠାରେ ମଧ୍ୟାହ୍ନ ଭୋଜନ ପାଇଁ ସରକାରଙ୍କ  ଦ୍ବାରା ଚାଉଳ ଦିଆଯାଇଥିଲା।  ସେଥିରୁ କିଛି ବିନିଯୋଗ କରାଯାଇଥିବା ବେଳେ ପାଖାପାଖି ୧୩ କିଣ୍ଟାଲ ୨୬ ପକେଟ୍ ବଳକା ଥିଲା । ହେଲେ ସେସବୁ ଚୋରି ହୋଇଥିବା  ସ୍କୁଲର ପ୍ରଧାନ ଶିକ୍ଷକ ସର୍ବେଶ୍ଵର ମିଶ୍ର ପ୍ରକାଶ କରିଛନ୍ତି।

ତେବେ କିଏ ଓ କିଭଳି ଏତେ ପରିମାଣର ଚାଉଳ ଚୋରି କରି ନେଇଗଲା ,ଏ ନେଇ ଅଭିଭାବକ କମିଟି ଓ ଗ୍ରାମବାସୀ ସନ୍ଦେହ ପ୍ରକଟ କରିଛନ୍ତି। ଏହି ଘଟଣା ସମ୍ପର୍କରେ ତଦନ୍ତ ପାଇଁ ଲାଠୋର ଥାନା ଅଧିକାରୀ ରାକେଶ ବେହେରା ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଥିବା କହିଛନ୍ତି। ଏ ସଂପର୍କରେ ପ୍ରଧାନ ଶିକ୍ଷକ ସର୍ବେଶ୍ଵର ମିଶ୍ରଙ୍କୁ ପଚାରିବାରୁ ସେ କହିଛନ୍ତି , ଆମେ ଛୁଟି ପରେ ସ୍କୁଲ କୋଠରୀରେ ଚାଉଳ ସବୁ ରଖିଥିଲୁ କି କାହାରିକୁ ଦାୟିତ୍ଵ ମଧ୍ୟ ଦେଇ ନ ଥିଲୁ ବୋଲି କହିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.