ପ୍ରମୁଖ ଖବର
  • ସାଲେପୁର : ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ, ବେପାରୀ ଫେରାର
  • ||
  • ଚାନ୍ଦବାଲିରୁ ଶାହାଙ୍କ ହୁଙ୍କାର । ଚିଟଫଣ୍ଡ ଦୁର୍ନୀତିଖୋରଙ୍କୁ ଜେଲ ପଠାଇବୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବୁ
  • ||
  • ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ
  • ||
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

ପ୍ରଦୀପ ପାଣିଗ୍ରାହୀ ଓ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାସ ମୁହାଁମୁହିଁ

ବ୍ରହ୍ମପୁର, ୧୩।୫  : ନିର୍ବାଚନ ପରେ ବ୍ରହ୍ମପୁର ସହରରେ ମୁଣ୍ଡ ଟେକିଲା ରାଜନୈତିକ ହିଁସା। ବିଜେପିର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ   ପ୍ରଦିପ ପାଣିଗ୍ରାହୀଙ୍କୁ ଆକ୍ରମଣ ହୋଇଥିବାର ଅଭିଯୋଗ ହୋଇଛି। ବ୍ରହ୍ମପୁରର ପୁର୍ବତନ ମେୟର ତଥା ବ୍ରହ୍ମପୁର ବିଧାନ ସଭା ଆସନ ର ବିଧାୟକ ପାର୍ଥୀ ଶିବ ଶଙ୍କର ଦାଶ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।  ଶିବ ଶଙ୍କରଙ୍କୁ ପୋଲିସ ଥାନାରେ ଅଟକ ରଖିଛି। ସେପଟେ ଶିବ ଶଙ୍କର ଙ୍କ ସମର୍ଥକ ମାନେ ଥାନାରେ ଭିଡ ଜମାଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.