ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଧକ୍କା ଦେଲା ଆମ ବସ୍, ଅଳ୍ପକେ ବର୍ତ୍ତିଲେ ନାବାଳିକା

Published By : Rasmita Pradhan | July 19, 2025 3:28 PM

କଟକ, ୧୯/୦୭ : ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଧକ୍କା ଦେଲା ଆମ ବସ୍। ଭାଗ୍ୟ ଟାଣ ଯୋଗୁଁ ଅଳ୍ପକେ ବର୍ତ୍ତିଗଲେ ନାବାଳିକା। କଟକ ରିଙ୍ଗ ବନ୍ଧ ବିଡ଼ାନାସୀ ପାଖରେ ଏହି ଦୁର୍ଘଟଣା ଘଟିଛି। ସ୍ଥାନୀୟ ଲୋକେ ଛାତ୍ରୀଙ୍କୁ ଉଦ୍ଧାର କରିଛନ୍ତି। ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।  

ସୂଚନାନୁଯାୟୀ, କଟକ ରିଙ୍ଗ ବନ୍ଧ ବିଡ଼ାନାସୀ ପାଖରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଆମ ବସ୍ ଧକ୍କା ଦେଇଥିଲା। ଫଳରେ ଛାତ୍ରୀ ଜଣଙ୍କ ଦୂରକୁ ଛିଟିକି ପଡିଥିଲେ। ମାତ୍ର ସାଇକେଲ ଓ ସ୍କୁଲ ବ୍ୟାଗ୍ ଉପରେ ବସ୍ ଚଢି ଯାଇଥିଲା। ଛାତ୍ରୀ ଜଣଙ୍କ ଅଳ୍ପକେ ବର୍ତ୍ତି ଯାଇଥିଲେ। ସ୍ଥାନୀୟ ଲୋକେ ଛାତ୍ରୀଙ୍କୁ ଉଦ୍ଧାର କରିଥିଲେ। ପରେ ବିଡ଼ାନାସୀ ପୁଲିସ ପହଞ୍ଚି ଛାତ୍ରୀଙ୍କୁ ଥାନାକୁ ନେଇଥିଲା। ଥାନାରେ ଘଣ୍ଟାଏ କାଳ ବସାଇବା ପରେ ଛାତ୍ରୀଙ୍କ ମା' ଆସିବାରୁ ତାଙ୍କ ହେପାଜତରେ ଛାଡ଼ିଥିଲା। ଆହତକୁ ମେଡିକାଲ ନେବା ପରିବର୍ତ୍ତେ ପୁଲିସ ନାବାଳିକାଙ୍କୁ ଥାନାକୁ ନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯାହାକୁ ନେଇ ଅସନ୍ତୋଷ ଦେଖାଦେଇଛି। ସେପଟେ ବସ୍‌କୁ ପୁଲିସ ଛାଡ଼ି ଦେଇଥିବା ଅଭିଯୋଗ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.