ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଦ୍ରୁତ ଗତିରେ ଆସି ଡିଭାଇଡରରେ ପିଟିହେଲା ଆମ୍ବୁଲାନ୍ସ, ଡ୍ରାଇଭର୍ ଫେରାର୍

ବାରଙ୍ଗ, ୧୦/୧୧ : ଦ୍ରୁତ ଗତିରେ ଆସି ଡିଭାଇଡରରେ ପିଟିହେଲା ଆମ୍ବୁଲାନ୍ସ। ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଦୁଇଶହ ଫୁଟିଆ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଡ୍ରାଇଭର୍ ଫେରାର୍ ହୋଇଯାଇଛି।

ପ୍ରାଥମିକ ସୂଚନା ଅନୁସାରେ, ଏକ ଘରୋଇ ହସ୍ପିଟାଲରୁ ରୋଗୀ ଆଣିବାକୁ ଯାଉଥିବା ବେଳେ ଦ୍ରୁତ ଗତିରେ ଗଜପତି ନଗର ପଟୁ ଆସୁଥିବା ଆମ୍ବୁଲାନ୍ସ ରେଲ୍ ବିହାର କଟିଂ ପାଖରେ ଥିବା ଡିଭାଇଡରରେ ପିଟି ହୋଇଛି। ଫଳରେ ବିଏମସି ଦ୍ଵାରା ସୌନ୍ଦର୍ଯ୍ୟକରଣ ପାଇଁ ଲାଗିଥିବା ଗଛ ଗୁଡ଼ିକ ନଷ୍ଟ ହୋଇଯାଇଛି। ଖବର ପାଇ ସ୍ଥାନୀୟ ମୈତ୍ରୀ ବିହାର ଥାନା ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ବାହାର କରିବା ବ୍ୟବସ୍ଥା କରିଥିବା ବେଳେ ଡ୍ରାଇଭର ଫେରାର ଅଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.